ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଇରଙ୍ଗପୁର – ଦାଣ୍ଡବୋଷ ରାସ୍ତାରେ ଦୁର୍ଘଟଣାରେ ଯୁବକ ଗୁରୁତର, ଅଗ୍ନିଶମ ବିଭାଗ ଦ୍ବାରା ଉଦ୍ଧାର

ରାଇରଙ୍ଗପୁର- ୨୩/୫/୨୨( ମସିହା) ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ତିରିଂ ଜାତୀୟ ରାଜପଥ ୨୨୦ ନମ୍ବର ରାସ୍ତା ଅନ୍ତର୍ଗତ ଦାଣ୍ଡବୋଷରେ କୁକୁରକୁ ରକ୍ଷା କରିବାକୁ ଯାଇ ଭାରସାମ୍ୟ ହରାଇ ରାସ୍ତାକଡ ବିଲ ଆଡ଼କୁ ଛିଟିକି ପଡିଥିଲେ ।ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାଇରଙ୍ଗପୁର ଅଗ୍ନିଶମ ବିଭାଗ ଯୁବକକୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।ଘଟଣାଟି ରବିବାର ଅପରାହ୍ନରେ ଘଟିଥିଲା । ପୋଲିସ ବାଇକ୍ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ଗୁରୁତର ଯୁବକ ହେଲେ ବହଳଦା ଥାନା ଅନ୍ତର୍ଗତ ବାସିଙ୍ଗି ଗ୍ରାମର କଲୋନୀସାହିର ଲକ୍ଷ୍ମିଧର ନାଏକ ।

ମୟୂରଭଞ୍ଜ ରୁ ଅକ୍ଷୟ କୁମାର ବିଶ୍ବାଳଙ୍କ ରିପୋର୍ଟ

Related posts

ଦଳ ଛାଡ଼ିଲେ, କହିଦେଇଗଲେ ମରମ କଥା

Sunil Chandra Nayak

ମନରେଗା ଶ୍ରମିକ ଙ୍କୁ ସମ୍ବର୍ଦ୍ଧିତ କଲେ କୋକସରା ବ୍ଲକ ପ୍ରଶାସନ

Sunil Chandra Nayak

ସାରା ଦେଶରେ ହେନ୍ତାଳବନ ସୃଷ୍ଟି କରିବାରେ ଓଡ଼ିଶା ଆଗରେ’-ମୁଖ୍ୟମନ୍ତ୍ରୀ

Leave a Comment

error: Content is protected !!