ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବସ ଯାତ୍ରୀଙ୍କୁ ଆଶ୍ବସ୍ତି : କମିଲା ଘରୋଇ ବସଭଡ଼ା…

ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବଡ ସୂଚନା ଦିଆ ଯାଇଛି। ରାଜ୍ୟରେ ଡିଜେଲ୍ ଦର କମିବା ପରେ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବସ୍ ଭଡ଼ା କମାଯାଇଛି। ବସଭଡ଼ା ହ୍ରାସ ନେଇ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନା ଅନୁଯାୟୀ, କିଲୋମିଟର ପିଛା ସାଧାରଣ ବସ୍ ଭଡ଼ା ୩ ପଇସା ହ୍ରାସ ପାଇଛି। ସେହିପରି କିଲୋମିଟର ପିଛା ଏସି ବସ୍ ଭଡ଼ା ୬ପଇସା କମାଯାଇଛି। ଅର୍ଡିନାରୀ ବସ ଭଡ଼ା ୯୨ରୁ ୮୯ ପଇସାକୁ ହ୍ରାସ ପାଇଛି।

ଏକ୍ସପ୍ରେସ ବସରେ ୯୬ରୁ ୯୩ ପଇସା, ଡିଲକ୍ସ ବସରେ ଟ ୧.୩୫ରୁ ୧.୨୯କୁ ହ୍ରାସ ପାଇଛି। ସେହିପରି ଏସି ଡିଲକ୍ସ ଭଡା ଟ୧.୩୬ରୁ ୧.୫୭ ପଇସାକୁ ହ୍ରାସ ପାଇଛି। ସୁପର ପ୍ରିମିୟମ ଭଡ଼ା ୨ଟଙ୍କା ୫୩ରୁ ୨ ଟଙ୍କା ୪୪ ପଇସା ହ୍ରାସ ପାଇଛି। ସଂଶୋଧିତ ବସ୍ ଭଡ଼ା ୨୬ତାରିଖରୁ ଲାଗୁ କରିବାକୁ କୁହାଯାଇଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଏବଂ ସମାଧାନ ଶିବିର

Sunil Chandra Nayak

ବିହାରୀ ଦଲାଲ ଙ୍କ କବଜ୍ଜାରେ ତିନି ଓଡ଼ିଆ ଝିଅ କୁ ଓଡ଼ିଶା ଫେରାଇ ଆଣିବାକୁ ବ୍ଲକ୍ ଅଧ୍ୟକ୍ଷା ଙ୍କ ଦୃଢ଼ ପଦକ୍ଷେପ 

ଶ୍ରୀ ଅରବିନ୍ଦ ଯୋଗମନ୍ଦିର ଆନୁକୂଲ୍ୟରେ “ଶିକ୍ଷା କ୍ଷେତ୍ରରେ ବିବର୍ତ୍ତନ, ଜାତୀୟ ଶିକ୍ଷାନୀତି ଓ ଶ୍ରୀ ଅରବିନ୍ଦ” ଶୀର୍ଷକ ମଣ୍ଡଳ ସ୍ତରୀୟ ସମ୍ପlନ ଆୟୋଜିତ

Sunil Chandra Nayak

Leave a Comment

error: Content is protected !!