ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମିଳନୀ ଅନୁଷ୍ଠିତ

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ବିଭାଗର କାର୍ଯ୍ୟ ସମୀକ୍ଷା କରିବା ସହିତ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ସମ୍ପର୍କିତ ପ୍ରଚାର ପ୍ରସାର ଉପରେ ଗୁରୁତ୍ବାରୋପ କରିଥିଲେ।ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ରାଜ୍ୟ ସରକାରଙ୍କ ବିଭିନ୍ନ ଜନମଙ୍ଗଳ ଯୋଜନାର ସଫଳ କାହାଣୀ ଲୋକଙ୍କ ନିକଟରେ ଅଧିକ ମାତ୍ରାରେ ପହଁଚାଇବାକୁ ନିର୍ଦ୍ଦେଶ ଦେବା ସହ ସାମାଜିକ ଗଣମାଧ୍ୟମର ଉପଯୋଗ ପାଇଁ ପରାମର୍ଶ ଦେଇଥିଲେ। ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ବୈଠକର ଅଧ୍ୟକ୍ଷତା କରିଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଥୁଆମୂଳ ରାମପୁର ଗସ୍ତରେ DRDA ପ୍ରକଳ୍ପ ନିର୍ଦେଶକ, ମାଁ ମାଣିକେଶ୍ଵରୀ ମନ୍ଦିର ନିର୍ମାଣ ଉପରେ ଆଲୋଚନା

କେନ୍ଦୁଝର – ଘଷିପୁରା ବ୍ଲକ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଅଭାବନୀୟ ପରିସ୍ଥିତି

ମଥୁରା ଗୃହ କର୍ତ୍ତା ଙ୍କ ଘରୁ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟ ଅଭିଯୋଗ

Sunil Chandra Nayak

Leave a Comment

error: Content is protected !!