ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଭେଟିଲେ ତ୍ରିନିଦାଦ ରାଷ୍ଟ୍ରଦୂତ

ଶୁକ୍ରବାର ତ୍ରିନିଦାଦରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଅରୁଣ କୁମାର ସାହୁ, ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

 ଶୁକ୍ରବାର ତ୍ରିନିଦାଦରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଅରୁଣ କୁମାର ସାହୁ, ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ତାଙ୍କ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ତାଙ୍କର ଏହି ସାକ୍ଷାତ ସମୟରେ ତ୍ରିନିଦାଦ୍‌ରେ ରହୁଥିବା ଭାରତୀୟ ମାନଙ୍କ ସାମାଜିକ, ଅର୍ଥନୈତିକ ତଥା ସାଂସ୍କୃତିକ ଜୀବନଶୈଳୀ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରିଥିଲେ ।

ଏଥିସହିତ ତାଙ୍କର ଜନ୍ମସ୍ଥାନ ଦେବଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଦିଗରେ କି ପ୍ରକାର ପଦକ୍ଷେପ ସବୁ ନିଆଯାଇପାରେ ତାହା ସେ ଆଲୋଚନା କରିଥିଲେ । ତେବେ ଏହି ସାକ୍ଷାତ କେବଳ ସୌଜନ୍ୟମୂଳକ ଥିଲା।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

କେଶବ ସାହୁ ଙ୍କ କବିତା ସମ୍ମୋହନ

Sunil Chandra Nayak

ଧର୍ମଗଡ ରେ ଏଚଡିଏଫସି ବ୍ୟାଙ୍କ ନୂତନ ଶାଖା ଉଦ୍ଘାଟିତ

Sunil Chandra Nayak

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ଯୌବନ

Sunil Chandra Nayak

Leave a Comment

error: Content is protected !!