ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମୟୂରଭଞ୍ଜ – ରକ୍ତ ଜୁବୁଡୁ ଅବସ୍ଥାରେ ରାସ୍ତାରେ ପଡ଼ିଥିବା ଯୁବକକୁ ଉଦ୍ଧାର କଲା ୧୦୮ ଆମ୍ବୁଲାନ୍ସ

ମୟୂରଭଞ୍ଜ- ୧୩/୬/୨୨(ମସିହା) ମୟୂରଭଂଜ ଜିଲ୍ଲାର ବିଶୋଇ ଥାନା ଅନ୍ତର୍ଗତ ଖଡମବେଡା ଗ୍ରାମ ପାଖ ଜାତୀୟ ରାଜପଥ ୪୯ ନମ୍ବର ରେ କୁଳିଅଣାଊ ବ୍ଳକ ଅନ୍ତର୍ଗତ ଶାମାଖୁଣ୍ଟା ଗ୍ରାମର ଶିବ ବିନ୍ଧାଣି ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲେ । ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମୟୂରଭଞ୍ଜ ରୁ ଅକ୍ଷୟ କୁମାର ବିଶ୍ଵାଳଙ୍କ ରିପୋର୍ଟ

Related posts

ବିଦ୍ୟାଳୟ ନିକଟରେ ଅଜଣା ମହିଳାଙ୍କ ବିଭତ୍ସ ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା ଅଭିଭାବକ ସମ୍ମିଳନୀ

Sunil Chandra Nayak

ଅମିତା କାଡ୍ରାକା ହେଲେ କଲ୍ଯାଣସିଂପୁର ସମିତି ଅଧ୍ଯକ୍ଷା

Sunil Chandra Nayak

Leave a Comment

error: Content is protected !!