ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜପଥ ରକ୍ଷଣାବେକ୍ଷଣ: ଓଡ଼ିଶାକୁ ମିଳିଲା ଆଉ ୧.୪୮ କୋଟି

ଜାତୀୟ ରାଜପଥର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ସଂଶୋ‌ଧିତ ଆବଣ୍ଟନ ପରେ ଓଡ଼ିଶା ପାଇଁ ୫.୮୧ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଜାତୀୟ ରାଜପଥର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ଓଡ଼ିଶା ସମେତ ଦେଶର ୩୬ ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳମାନଙ୍କ ପାଇଁ ୬୬.୬୫ କୋଟି ଟଙ୍କାର ଆବଣ୍ଟନ କରାଯାଇଥିଲା।ଏଥିରେ ଓଡ଼ିଶାକୁ ମିଳିଥିଲା ୪.୩୩ କୋଟି ଟଙ୍କା। ଏହା ପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ପକ୍ଷରୁ ୫୪.୪୪ କୋଟି ଟଙ୍କାର ସଂଶୋଧିତ ଆବଣ୍ଟନ କରାଯାଇଛି। ଯେଉଁଥିରେ ଓଡ଼ିଶାକୁ ମିଳିଛି ଆଉ ୧.୪୮ କୋଟି ଟଙ୍କା। ଏହି ଅର୍ଥ ଜାତୀୟ ରାଜପଥର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ବିନିଯୋଗ ହେବ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଆଜି ଢେଙ୍କାନାଳରେ ଖୋଲିଲା ରୁଚି ର ୧୪ ତମ ଫୁଡ୍‌ ଆଉଟ୍ ଲେଟ୍ ଫ୍ରୋଜିଟ୍ 

Sunil Chandra Nayak

ଓଡ଼ିଶା ମୋ ପରିବାର-ଜୀବନ ବିନ୍ଦୁ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

ଆତ୍ମା ପକ୍ଷରୁ ମତ୍ସ୍ୟ ଚାଷୀଙ୍କୁ ତାଲିମ ଶିବିର

Sunil Chandra Nayak

Leave a Comment

error: Content is protected !!