ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୁନାଗଡ଼ ପେକ୍ସ ସଭାପତି ଦାୟିତ୍ୱ ନେଲେ ସୁଧାଂଶୁ ବରାଡ଼

ଜୁନାଗଡ଼ ୦୩/୦୭(ମ ନି ସ) କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ପେକ୍ସର ସଭାପତି ଭାବେ ସୁଧାଂଶୁ ଶେଖର ବରାଡ଼ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।ଗତ ୨୮ ତାରିଖ ଦିନ ଏକମାତ୍ର ପ୍ରାର୍ଥୀ ଭାବେ ଶ୍ରୀ ବରାଡ଼ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଓ ଅନ୍ୟ କୌଣସି ବ୍ୟକ୍ତି ପ୍ରାର୍ଥୀପତ୍ର ଦାଖଲ କରି ନ ଥିଲେ। ତେଣୁ ଶ୍ରୀ ବରାଡ଼ ନିର୍ଦ୍ୱନ୍ଦରେ ସଭାପତି ନିର୍ବାଚିତ ହେବା ଘୋଷଣା ହୋଇଥିଲା।ଆଜି ସୁଧାଂଶୁ ଶେଖର ବରାଡ଼ ଜୁନାଗଡ଼ ପେକ୍ସ କାର୍ଯ୍ୟାଳୟକୁ ଯାଇ ନିଜର ସଭାପତି ଦାୟିତ୍ୱ ଗ୍ରହଣ କରିଥିଲେ।ଏହି ସମୟରେ ପେକ୍ସ ମୁଖ୍ୟ କାର୍ଯ୍ୟନିର୍ବାହୀ ବିଭିଶଣ ମେହେର,ଯଦୁମଣି ଭାଟି, ଭୁପେନ୍ଦ୍ର ଘି, ପରିଚାଳନା ପରିଷଦ ସଭ୍ୟ ସନ୍ତୋଷ ସିଂହଦେଓ, କାଲିଆ କନ୍ଦପାନ, ତାପସ ସାହୁ, ଆଲୋକ ମହାପାତ୍ର, ଶୈଳେନ୍ଦ୍ର ପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ 

Related posts

ଗଅଁଲିଆ କବି ସୁଧୀର୍‌ ପଁଡ଼ା ଙ୍କ କବିତା ବଡ଼୍‌ ଖିଜ୍‌ନି

Sunil Chandra Nayak

ଅପର୍ତ୍ତି ସେଠୀ ଙ୍କ କବିତା ତୋ ସୁନା ବେଶ

Sunil Chandra Nayak

ଜୁନାଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!