ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆମ୍ବ ଗଛରୁ ପଡି ଯୁବକ ମୃତ

ମୟୂରଭ-୭/୭/୨୨(ମସିହା) ମୟୂରଭଞ୍ଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଗୁହାଳଡାଙ୍ଗିରୀ ପଞ୍ଚାୟତର ଝୁଲଣ ଗ୍ରାମର ଅମିର ମୁଣ୍ଡା(୩୫) ନାମକ ଯୁବକ ଆମ୍ବଗଛକୁ ଚଢି ଆମ୍ବ ତୋଳୁଥିବାବେଳେ ଭାରସାମ୍ୟ ହରାଇ ତଳକୁ ଖସିପଡି ଗୁରୁତର ହୋଇଥିଲେ ।ତାଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ହସ୍ପିଟାଲକୁ ଅଣାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ ।ପରେ ଗୋରୁମହିଷାଣୀ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତକଙ୍କୁ ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।ମୟୂରଭଞ୍ଜ ଅକ୍ଷୟ କୁମାର ବିଶ୍ଵାଳଙ୍କ ରିପୋର୍ଟ

Related posts

ଜିଲ୍ଲା ସଂକୃତି ଅଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଓ କଳାକାର ଙ୍କୁ ଅସମ୍ମାନ କରିଥିବା ଯୋଗୁଁ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଜିଲ୍ଲା ପାରମ୍ପରିକ ଲୋକକଳା ସଙ୍ଘ

Sunil Chandra Nayak

ଢ଼େଙ୍କାନାଳ – ମନ୍ତ୍ରୀ ଙ୍କ ଦ୍ଵାରା କମ୍ୟୁନିଟି ସେଣ୍ଟର ଉଦଘାଟିତ

Sunil Chandra Nayak

ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ,ସାଙ୍ଗରେ ଯିବେ ପାଞ୍ଚ ଆଇଏଏସ ଅଧିକାରୀ

Sunil Chandra Nayak

Leave a Comment

error: Content is protected !!