ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜେଡିର ୨୫ବର୍ଷ ପୂର୍ତ୍ତି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରୁପ୍ରା, (ମନିସ) : କଳାହାଣ୍ଡି ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତରେ ୱାର୍ଡ଼ ସ୍ତରୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ବିଜେଡି ତରଫରୁ ଦଳର ୨୫ବର୍ଷ ପୂର୍ତ୍ତି ଅବସରରେ ୨୫ଟି ବୃକ୍ଷରୋପଣ କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ କଳାହାଣ୍ଡି ତରଫରୁ ନର୍ଲା ବ୍ଲକ ଅନ୍ତର୍ଗତ ଘଣ୍ଟମାଳ ଗ୍ରାମପଞ୍ଚାୟତ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ନର୍ଲା ବ୍ଲକ ଯୁବ ବିଜେଡି ସଭାପତି ତଥା ନର୍ଲା ଜୋନ-୨ ର ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ଘଣ୍ଟମାଳ ସରପଞ୍ଚ ଦେବେନ୍ଦ୍ର ସା, ଜିଲ୍ଲା ଛାତ୍ର ବିଜେଡି ଉପ ସଭାପତି ତଥା ଜିଲ୍ଲା ଛାତ୍ର ଡିଜିଟାଲ ସେକ୍ରେଟାରୀ ରଞ୍ଜନ ସାହୁ, ଜିଲ୍ଲା ଛାତ୍ର ସମ୍ପାଦକ ସାଗର ହରପାଳ ଓ ଦିବା ଭୋଇଙ୍କ ସମେତ ଯୁବ ଓ ଛାତ୍ର ସଦସ୍ୟ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ।

ରୁପ୍ରା ରୁ ପ୍ରଦୀପ ସେନାପତି ଙ୍କ ରିପୋର୍ଟ

Related posts

ଶ୍ରୀମତୀ ମିନତି ମିଶ୍ର ଙ୍କ କବିତା ସମୟ

Sunil Chandra Nayak

ମିନତୀ ଦାଶ ଙ୍କ କବିତା ଶୀତ ଆସିଛି…. 

Sunil Chandra Nayak

ରାଇଘରବ୍ଲକ ଦେବାଗାଁ ପଞ୍ଚାୟତ ଠାରେ ଶବ ଦେଖି ଅଂଚଳ ବାସୀ ଆତଙ୍କିତ   

Sunil Chandra Nayak

Leave a Comment

error: Content is protected !!