ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୟପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୧.୦୭.୨୦୨୨( ମ ନି ସ)  ଆଜି ଜୟପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୮ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Related posts

ନିରୁପମା ପାଣି ଙ୍କ କବିତା ଜୀବନଟା ଗୋଟେ ରାଜରାସ୍ତା ଭଳି

Sunil Chandra Nayak

ରେଙ୍ଗାଭାଟି ରେ ଗୁଳି କରି ହତ୍ୟା ଉଦ୍ୟମ

Sunil Chandra Nayak

ସରକାରୀ ବୃତ୍ତିରେ ସରସ୍ଵତୀ ଶିଶୁ ମନ୍ଦିରର ସଫଳତା

Sunil Chandra Nayak

Leave a Comment

error: Content is protected !!