ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଦ୍ରୌପଦୀ ମୁର୍ମୁ ଙ୍କ ବିଜୟୀ ପାଇଁ ବିଜେପି ର ପୂଜାର୍ଚନା

ଢେଙ୍କାନାଳ, କାମାକ୍ଷାନଗର 17/7/22 ଓଡ଼ିଶାର ଗର୍ବ, ଗୌରବ, ଓଡ଼ିଆ ଓ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଭାବେ ମନୋନୀତ କରିଛିି । ତେବେ ଆଗାମୀ ୧୮ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବ। ଏହି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ଶ୍ରୀମତୀ ମୁର୍ମୁଙ୍କ ବିଜୟ ପାଇଁ ସମସ୍ତ ମନ୍ଦିରରେ ପୂଜାର୍ଚନା କରି ବିଜୟ କାମନା କରିଛନ୍ତି | ତେବେ ସେହି ପରିପ୍ରେକ୍ଷୀରେ ପରଜଙ୍ଗ ବିଜେପି ପକ୍ଷରୁ ଅଷ୍ଟଶମ୍ଭୁ ମନ୍ଦିର ରେ ପୂଜା ଅର୍ଚ୍ଚନା କରି ବିଜୟ କାମନା କରା ଯାଇଛି |ଏଇ କାର୍ଯ୍ୟକ୍ରମ ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୂତି ପ୍ରଧାନ, ଯୁବ ମୁର୍ଚ୍ଛା ରାଜ୍ୟ ସମ୍ପାଦକ ଦୀପକ ଗୋଛାୟତ, ବ୍ଲକ ଅଧକ୍ଷା ଶର୍ମିଷ୍ଠା ଦଳବେହେରା, ବ୍ଲକ ଉପାଧ୍ୟକ୍ଷା ଯଶସ୍ୱନି ରାଉତ ଙ୍କ ସହ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଥିଲେ |

କାମାକ୍ଷାନଗର ରୁ ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ

Related posts

ନର୍ମଦା ନାୟକ ଙ୍କ କବିତା ଶ୍ରାବଣୀ ବ୍ରତ

Sunil Chandra Nayak

କଣ୍ଡୁରୀ ଚରଣ ନାୟକ ଙ୍କ କବିତା ମୁଁ ଫୁଲ

ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଙ୍କୁ ଯୁବ କଂଗ୍ରେସ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା 

Sunil Chandra Nayak

Leave a Comment

error: Content is protected !!