ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କର୍ଲାମୁଣ୍ଡାଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୮.୦୭.୨୦୨୨( ମ ନି ସ) ଆଜି କର୍ଲାମୁଣ୍ଡା ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ କୁନି ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କର୍ଲାମୁଣ୍ଡା ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ୍ ୨୨୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦୧ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୨୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୮ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Related posts

ସାହିତ୍ୟ ଅଗଣା

Sunil Chandra Nayak

ପ୍ରଶାନ୍ତ କୁମାର ନାଥ ଙ୍କ କବିତା ବୋଲବମ୍

Sunil Chandra Nayak

ବେଣୁଧର ସୂତର ଙ୍କ କବିତା ବସନ୍ତ ଯାଇଛି ଫେରି 

Sunil Chandra Nayak

Leave a Comment

error: Content is protected !!