ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ । କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ..

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ । ଗୃହରେ ଅବଗତ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ । କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ । ରାୟଗଡା କାଶୀପୁରରେ ବୃହତ ପାନୀୟ ଜଳ ପ୍ରକଳ୍ପ ହେବ । ଆଇଟି ପଲିସି ୨୦୨୨କୁ ବ୍ୟାବିନେଟ୍ ମୋହର ଲାଗିଛି । ପାଇକ ବିଦ୍ରୋହ ସ୍ମାରକୀ ପାଇଁ ଜମି ଯେଗାଇଛନ୍ତି ସରକାର । ଖୋର୍ଦ୍ଧା ବରୁଣେଇରେ ୯.୬୮ ଏକର ଜମି ଦିଆଯାଇଛି । ୩୧ କୋଟି ୯୭ ଲକ୍ଷ ମଧ୍ୟ ଛାଡ କରାଯାଇଛି। କ୍ୟାବିନେଟ ବୈଠକ ନିଷ୍ପତ୍ତି ବାବଦରେ ଗୃହରେ ସୂଚନା ଦେଲେ ରାଜସ୍ଵ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।ଵିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ଲଡୁଗାଁରେ ଗୋପାଷ୍ଟମୀ ଉତ୍ସବ ପାଳିତ

Sunil Chandra Nayak

ରାଉରକେଲା ବିକାଶ ମଞ୍ଚ ତରଫରୁ ୪ସି ବିମାନ ବନ୍ଦର ପାଇଁ ଦାବିପତ୍ର

ସଫଳ। ଦାସ ଙ୍କ ଅଳପ ଗଳ୍ପ – ଉପହାର

Sunil Chandra Nayak

Leave a Comment

error: Content is protected !!