ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡ଼ିଶାରେ ବୃଦ୍ଧି ପାଉଛି ମହିଳା ବିରୋଧୀ ଅପରାଧ..ତଥ୍ୟ ରଖିଲେ ମନ୍ତ୍ରୀ

ଓଡ଼ିଶାରେ ମହିଳା ବିରୋଧୀ ଅପରାଧ ବଢ଼ୁଥିବା ନେଇ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକଙ୍କର ଏସଂପର୍କୀତ ଏକ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ରାଜ୍ୟରେ ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି। ସେହିପରି୨୦୨୦ ମସିହାରେ ୭୯୩୭, ୨୦୨୧ରେ ୧୦୦୧୮ଟି ଓ ୨୦୨୨ ଏପ୍ରିଲ ୩୦ ମଧ୍ୟରେ ୩୫୩୪ଟି ମହିଳା ଅସଦାଚରଣ ମାମଲା ଥାନାରେ ପଞ୍ଜିକୃତ ହୋଇଛି। ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି।ସେ ଆହୁରି କହିଛନ୍ତି, ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି  ମହିଳା ଅପହରଣ ମାମଲାପଞ୍ଜିକୃତ ହୋଇଛି।

ସେହିପରି ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି, ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ଘରୋଇ ହିଂସା ମାମଲା ପଞ୍ଜିକୃତ ହୋଇଛି। ଏଣେ ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି ଓ ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ଘରୋଇ ହିଂସା ମାମଲା ପଞ୍ଜିକୃତ ହୋଇଛି। ଅପରପକ୍ଷରେ ୨୦୨୦ ମସିହାରେ ୩୭୫୯ଟି, ୨୦୨୧ରେ ୪୯୫୩ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ସୁଦ୍ଧା ୧୪୪୨ଟି ଯୌତୁକ ନିର୍ଯାତନା ମାମଲା ପଞ୍ଜିକୃତ ହୋଇଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ……

Related posts

ନଳିନୀ ପ୍ରଭା ମିଶ୍ର ଙ୍କ କବିତା କବି

ସରକାରୀ କୃଷି ଅଧିକାରୀ କହି ବ୍ୟବସାୟୀ ଙ୍କ ଠାରୁ ବଟି ଆଦାୟ ଅଭିଯୋଗ

Sunil Chandra Nayak

ନବରଙ୍ଗପୁର ରେ ପାଳନକଲେ ପ୍ରଧାନ ମନ୍ତ୍ରୀ ଙ୍କ ୭୨ତମ ଜନ୍ମ ଦିନ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort