ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜୁଳି ଚଡକରେ ମହିଳା ଚାଷୀ ମୃତ

ମୟୂରଭଞ୍ଜ – ୨୯/୭/୨୨ (ମସିହା)ମୟୂରଭଂଜ ଜିଲ୍ଲାର ବିଶୋଇ ଥାନା ଅନ୍ତର୍ଗତ ଲୁହାକାନୀ ପଞ୍ଚାୟତର କରଞ୍ଜେଇ ଗ୍ରାମରେ ମହିଳା ଚାଷୀ ମାଇନୋ ହେମ୍ବ୍ରମ (୫୮) ଶୁକ୍ରବାର ବିଲରେ ଅପରାହ୍ନ ୧.୩୦ ଟା ପାଖାପାଖି ସମୟରେ ବିଲରେ ଚାଷ କରୁଥିବା ସମୟରେ ବଜ୍ରପାତରେ ଟଳି ପଡ଼ିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ବିଜାତଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଅଣାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ ।ବିଶୋଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ହସ୍ପିଟାଲକୁ ପଠାଇବା ବ୍ୟବସ୍ଥା କରିଛି । ଶନିବାର ଦିନ ଭାଇନା ହେବ ।

ମୟୂରଭଞ୍ଜ ରୁ ଅକ୍ଷୟ କୁମାର ବିଶ୍ଵାଳଙ୍କ ରିପୋର୍ଟ

Related posts

ମହିଳାଙ୍କ ଆତ୍ମହତ୍ୟା

Sunil Chandra Nayak

ଦାଦନ ମହିଳାଙ୍କ  ମୃତ୍ୟୁ , ଦୁଇ ବର୍ଷ ତଳେ ଦାଦନ ଖଟିବାକୁ ଯାଇଥିଲେ 

Sunil Chandra Nayak

ପ୍ରତାପ କିଶୋର ରାଉତ ଙ୍କ କବିତା ସହର ର ବତୀ ଲିଭି ଗଲା ପରେ

Leave a Comment

error: Content is protected !!