ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଇନ୍ଦ୍ରାବତୀ ସରସ୍ୱତୀ ବିଦ୍ୟା ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ତେନ୍ତୁଳିଖୁଣ୍ଟି 30/07/22 ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୋଟ 89 ପ୍ରକଳ୍ପ ଆସିଥିଲା।ମୁଖ୍ୟ ଅତିଥି ଭାବେ ଇନ୍ଦ୍ରାବତୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଶୁଭେନ୍ଦୁ ନାୟକ ଯୋଗ ଦେଇଥିଲେ। ବିଦ୍ୟାଳୟ ପରି ଚା ଳ ନା କମିଟି ସଭାପତି ସୁରେନ୍ଦ୍ର ନାଥ ରାଉତ କୋଷାଧ୍ୟକ୍ଷ ମନୋଜ ମହାପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନ ଆଚାର୍ଯ୍ୟ ଜିତେନ୍ଦ୍ରିୟ ମହନ୍ତ ଙ୍କ ପ୍ରତ୍ୟକ୍ଷ ତତ୍ୱବାଧାନରେ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ର ଗୁରୁମାତେଜଲ ମହାନ୍ତି ଜ୍ଞାନ ବିଜ୍ଞାନ ମେଳା କୁ ପରି ଚାଳନା କରିଥିଲେ।। ଅନ୍ୟ ଗୁରୁଜୀ ଓ ଗୁରୁମା ତଥା ବିଦ୍ୟାଳୟ ପରିଚାଳନା କମିଟି ର କର୍ମକର୍ତା ସହଯୋଗ କରିଥିଲେ।

ଗୋବର୍ଦ୍ଧନ ସାହୁ ତେନ୍ତୁଳିଖୁଣ୍ଟି

Related posts

ଗିନିଜ ୱାର୍ଲଡ଼ ରେକର୍ଡ଼ ରେ ସ୍ଥାନ ପାଇଲା କେନ୍ଦୁଝର ର ନନ୍ଦିଘୋଷ ରଥ….

ଚୋର,ଡକାୟତ ଙ୍କ ନା ରେ ଅଂଚଳ ବାସୀ ଭୟଭୀତ, ଯୁବ ଗୋଷ୍ଟି ଦେଉଛନ୍ତି ଗାଁରେ ରାତ୍ର ପହରା

Sunil Chandra Nayak

ବନିତା ରଣା ହେଲେ ତେରେସିଂହା ନାଏବ ସରପଞ୍ଚ

Sunil Chandra Nayak

Leave a Comment

error: Content is protected !!