ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କନିଅର ଫଳ ଖାଇ ବୃଦ୍ଧା ଗୁରୁତର

ପାପଡାହାଣ୍ଡି,03/08(ମନିସ)   ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମାନିଗାଁ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଗୁଡା ଗ୍ରାମରେ କନିଅର ଫଳ ଖାଇ ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି | ତାଙ୍କୁ ପାପଡାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଗୁରୁତର ଅବସ୍ଥାରେ ଚିକିତ୍ସା କରାଯାଇଛି | ସୂଚନା ଅନୁଯାୟୀ କେନ୍ଦୁଗୁଡା ଗ୍ରାମର ରାଧା ସାନ୍ତା କୌଣସି କାରଣ ରୁ ମାନସିକ ଭାରସାମ୍ୟ ହରାଇ କନିଅର ଫଳ ଖାଇଦେଇ ଥିଲେ | ପରିବାର ଲୋକ ଏହା ଜାଣିବା ପରେ ତୁରନ୍ତ 108 ଆମ୍ବୁଲାନ୍ସ ଯୋଗେ ପାପଡାହାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଆଣି ଭର୍ତ୍ତି କରିଥିଲେ | ରାଧା ର ପ୍ରାଥମିକ ଚିକିତ୍ସା ପରେ ସ୍ୱାସ୍ଥ୍ୟ ଅବସ୍ଥାରେ ସଂକଟାପୂର୍ଣ ରହିଥିବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି |

ପାପଡାହାଣ୍ଡିରୁ ସ୍ବପ୍ନଜିତ ପଟନାୟକ | 

 

Related posts

ବ୍ଳକ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର 

Sunil Chandra Nayak

ଜମିରୁ ୧୧ ଫୁଟର ଅଜଗର ସାପ ଉଦ୍ଧାର

Sunil Chandra Nayak

ଭାରତୀୟ ଜନତା ଯୁବମୋର୍ଚା ତରଫରୁ କ୍ରାନ୍ତି ଦିବସ ଉପଲକ୍ଷେ ତ୍ରିରଙ୍ଗା ରାଲି

Sunil Chandra Nayak

Leave a Comment

error: Content is protected !!