ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଗନ୍ଦିଆ ଶିଶୁ ବିଦ୍ୟା ମନ୍ଦିର ରେ ବାର୍ଷିକ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲା ଗଁଦିଆ ପଟଣା ସ୍ବରସ୍ବତୀ ଶିଶୁଵିଦ୍ୟା ମନ୍ଦିର ର ଆଜି ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି lଏହି କାର୍ଯ୍ୟକ୍ରମ ରେ ବିଶିଷ୍ଟ ସମାଜସେଵୀ ବିଶ୍ଵନାଥ ଜେନା ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନ ର କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ । ସଭାପତି ଅନନ୍ତ ଚରଣ ଶତପଥି, ଉପସଭାପତି କେଶବ ଚନ୍ଦ୍ର ସାହୁ, ସମ୍ପାଦକ ଛାୟାକlନ୍ତ ସାହୁ, କୋଷଧ୍ୟକ୍ଷ ମୁରଲୀଧର ସାହୁ, ପ୍ରଧାନ ଆଚାର୍ଯ୍ୟ ଶାନ୍ତନୁ କୁମାର ନାୟକ ଏବଂ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ମାନେ ଉକ୍ତ କାର୍ଯ୍ୟକ୍ରମ କୁ ସୁଚାର ରୂପେ ପରିଚାଳନା କରିଥିଲେ । ଉକ୍ତ ମେଳା ରେ ଶିଶୁ ବର୍ଗ ଭାଇ ଭଉଣୀ 52ଟି ପ୍ରକଳ୍ପ ଓ ବାଲ ବର୍ଗ ର 22ଟି ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ, ଏଥିରେ ଶିଶୁ ମନ୍ଦିର ର ସମସ୍ତ ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରଥିଲେ ।

ଢେଙ୍କାନାଳ ରୁ ନାୟକ ଅକ୍ଷୟ ରାଜହସ୍ତୀଙ୍କରିପୋର୍ଟ

Related posts

ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଶତବାର୍ଷିକୀ ଉତ୍ସବ ପାଳନ କରିବା ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ନବ କୁମାର ଦାସ ଙ୍କ କବିତା ତୁମ୍ଭେ ହିଁ ସହାୟ ହୁଅ

Sunil Chandra Nayak

ଆଞ୍ଚଳିକ ବ୍ରାହ୍ମଣ ସମିତି ତରଫରୁ ପଞ୍ଚାୟତ ସ୍ତରୀୟ କମିଟି ଗଠିତ

Sunil Chandra Nayak

Leave a Comment

error: Content is protected !!