ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବଡଓଲମା ରାସ୍ତାରେ ଗଛ ପଡି ରାସ୍ତା ଅବରୋଧ

  ଡାବୁଗାଁ, ୮/୮ – ୨ ଦିନ ଧରି ଜାରି ରହିଥିବା ଲଘୁଚାପ ଜନିତ ବର୍ଷା ପ୍ରଭାବରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ବଡଓଲମା ଗ୍ରାମ ଭିତରକୁ ଯାଇଥିବା ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ ଗଛ ପଡି ରାସ୍ତା ଅବରୋଧ ହୋଇଥିଲା | ମଧ୍ୟାନ୍ନ ରେ ଡାବୁଗାଁ ଅଗ୍ନିସମ କେନ୍ଦ୍ର କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଗଛ କାଟି ରାସ୍ତା ଅବରୋଧ ହଟାଇଥିଲେ | ପରେ ଯାତାୟାତ ସ୍ଵାଭାବିକ ହୋଇଥିଲା |

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ

Related posts

ଛୁରା ମାଡ଼ରେ ଦୁଇ ଗୁରୁତର

Sunil Chandra Nayak

ବାସନ୍ତୀ ଲତା ଜେନା ଙ୍କ କବିତା ସହଭାଗିତା

Sunil Chandra Nayak

ବିଶ୍ୱ ଏଡ଼ସ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!