ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଧର୍ମଗଡ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ   (ଇଟିଇଆଇ) ଅନୁଷ୍ଠାନ ରେ ଆଜାଦି କେ ଅମୃତ ମହୋତ୍ସବ ପାଳିତ

ଧର୍ମଗଡ ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ ରେ ଆଜାଦି କେ ଅମୃତ ମହୋତ୍ସବ ପାଳିତ ହୋଇ ଯାଇଛି। ଏହି ଅବସରରେ ଦୀର୍ଘ ୬୦ ଫୁଟ ଲମ୍ବର ତ୍ରିରଙ୍ଗା ପତାକା ସହିତ ଗୁରୁ ଛାତ୍ରୀ ମାନେ ଧର୍ମଗଡ ସହର ପରିକ୍ରମା କରିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନ ର ଅଧ୍ୟକ୍ଷ ରାମ ଚନ୍ଦ୍ର ବାଗ ଙ୍କ ନେତୃତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ଶିକ୍ଷକ ଜୟନ୍ତ କୁମାର ମୁଣ୍ଡ, ଆଦିତ୍ୟ ନାରାୟଣ ପାତ୍ର, ଶିକ୍ଷୟତ୍ରୀ ଶ୍ରୀମତୀ ଅଞ୍ଜୁଶ୍ରୀ ମିଶ୍ର, ସୁଧାଂଶୁ ଶେଖର ପଣ୍ଡା, ଅଭଜିତ ମହାନ୍ତି, ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଓଁମ କାରେଶ୍ଵର ମହାଦେବ ମନ୍ଦିର ନୂତନ କମିଟି ଚୟନ ପ୍ରକିୟା ହୋଇଯାଇଛି

ଗ୍ରାମାଞ୍ଚଳ କ୍ରିକେଟ ଟୁର୍ନାମେଣ୍ଟ – ଗୋରଖପୁର ଟିମ ଚମ୍ପିୟାନ

Sunil Chandra Nayak

ପାପଡାହାଣ୍ଡିରେ ମଟର ସାଇକେଲ ଯାଞ୍ଚ କଡ଼ାକଡ଼ି

Sunil Chandra Nayak

Leave a Comment

error: Content is protected !!