ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂଆଁଖାଇ ଭେଟଘାଟ ଉତ୍ସବ ପାଳିତ

ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ଥିତ ଶ୍ରୀଜି ମଣ୍ଡପ ଠାରେ ଆଜି ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂଆଖାଇ ଭେଟଘାଟ ଉତ୍ସବ ପାଳିତ ଓ କର୍ମୀ ସମ୍ପର୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ଯୋଗ ଦେଇ କର୍ମୀ ମାନେ ତୃଣମୂଳ ସ୍ତରରେ କାର୍ଯ୍ୟ କରି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ କଲ୍ୟାଣ କାର୍ଯ୍ୟ କରିବାକୁ ଆହ୍ବାନ କରିଥିଲେ। ଏହି ସଭାରେ ଜିଲ୍ଲା ସଭାପତି ସୁବ୍ରତ ଠାକୁର ଅଧକ୍ଷତା କରିଥିବା ବେଳେ ପୂର୍ଵତ୍ତନ ବିଧାୟକ ହିତେଶ କୁମାର ବଗର୍ତ୍ତି,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ, ଜିଲ୍ଲା ସାଧାରଣ ସମ୍ପାଦକ ଦେବ ଦେବ ସିଂ ଦେଓ,ଡ଼ଃ.ସୁନୀତି ମୁଣ୍ଡ ,ଅତୀନ୍ଦ୍ର ସିଂ ମଲ୍ଲିକ, ପ୍ରଶ୍ନନ ପାଢ଼ୀ , ଶିବ ପ୍ରଶାଦ ମୁଣ୍ଡ ସହ ଅନେକ କର୍ମୀ ଯୋଗ ଦେଇ ଭେଟ ଘାଟ ପାଳନ କରିଥିଲେ। ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଭବାନୀପାଟଣା ଠାରେ ଓଡିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ତଥା ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ

Sunil Chandra Nayak

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

କବିତା – ମା ଲୋ ସମଲେଶ୍ଵରୀ

Sunil Chandra Nayak

Leave a Comment

error: Content is protected !!