ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମିଶନ ଶକ୍ତି ଗୃହ ଉଦଘାଟନ କଲେ ଧର୍ମଗଡ଼ ବିଧାୟକ

କୋକସରା,୧୯/୯- ,(ମ ନି ସ)  କୋକସରା ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ଠାରେ ସୋମବାର ନବ ନିର୍ମିତ ମିଶନ ଶକ୍ତି ଗୃହ ଶୁଭ ଉଦଘାଟନ ହୋଇଯାଇଛି। ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ଯ ଅତିଥି ଭାବରେ ଯୋଗଦେଇ ଏହି ନୂତନ ମିଶନ ଶକ୍ତି ଗୃହର ଶୁଭ ଉଦଘାଟନ କରିଛନ୍ତି। ମହିଳା ସଶକ୍ତିକରଣ ଦିଗରେ ଏହି ମିଶନ ଶକ୍ତି ଗୃହ ବହୁ ସହାୟକ ହେବ ବୋଲି ଉପସ୍ଥିତ ଅତିଥିମାନେ ମତ ରଖିଥିଲେ। ଏହି ଅବସରରେ କୋକସରା ବ୍ଲକ ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ଯ ଶ୍ରୀ ତ୍ରିନାଥ ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ବ୍ଲକ ବିଜେଡି ସଭାପତି ସୁଶାନ୍ତ କୁମାର ବେହେରା, ସ୍ଥାନୀୟ ସରପଞ୍ଚ ମାଧବୀ ଧରୁଆ ସମେତ ବହୁ ବୁଦ୍ଧିଜୀବୀ ଓ ଜନସାଧାରଣ ଉପସ୍ଥିତ ଥିଲେ।

Related posts

କଳାହାଣ୍ଡି ଜିଲ୍ଲାରେ ୩୬ ଜିଲ୍ଲାପରିଷଦ ସଭ୍ଯ ପ୍ର।ଥି ଙ୍କର ଭାଗ୍ଯନିର୍ଦ୍ଧରଣ କରୁଛନ୍ତି ୧୦୫୬୧୯୪ ଜଣ ଭୋଟର 

Sunil Chandra Nayak

ଗୌତମ କଚିମ ଙ୍କ କବିତା ବିଜୁଳି ବତି କୁ ସଞ୍ଚୟ କର

Sunil Chandra Nayak

ନର୍ମଦା ନାୟକ ଙ୍କ କବିତା ଅଗ୍ରପୂଜ୍ୟ ଶ୍ରୀ ଗଣେଶ

Sunil Chandra Nayak

Leave a Comment

error: Content is protected !!