ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କିସାନ ସମାଜ ପ୍ରତିଷ୍ଠାତାଙ୍କ ବିୟୋଗ

ରାଉରକେଲା/ ଲାଠିକଟା ବ୍ଲକର ବଲଣ୍ଡା ନିବାସୀ ପାଣୁ ମାଝୀ(୮୫)ଙ୍କ ଆଜି ବିୟୋଗ ଘଟିଛି । କିସାନ ସମାଜ ସଂଗଠନର ସେ ଅନ୍ୟତମ ପ୍ରତିଷ୍ଠାତା ତଥା ବନବାସୀ କଲ୍ୟାଣ ଆଶ୍ରମର ପୂର୍ବତନ ସଭାପତି ଥିଲେ । ଆଜି ବୁର୍ଲା ମେଡିକାଲ୍ ରେ ତାଙ୍କ ର ଦେହାନ୍ତ ହେବାପରେ ତାଙ୍କ ପାର୍ଥିବ ଶରୀରକୁ ଅଣାଯାଇ ବେଦବ୍ୟାସ ଘାଟ ଠାରେ ଅନ୍ତିମ ସଂସ୍କାର କରାଯାଇଛି । କିସାନ ସମାଜର ବହୁ ବିଶିଷ୍ଟ ବ୍ୟକ୍ତି ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା ମାନେ ଶେଷ ଦର୍ଶନ କରିବା ସହ ଶବାଧାରରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ସମସେରପଦର ମଧ୍ୟ।ନ୍ନ ଭୋଜନରେ ଛାତ୍ର ଛାତ୍ରୀଙ୍କ ଅର୍ଥ ଆତ୍ମସାତ ଅଭିଯୋଗ

Sunil Chandra Nayak

କୋକସରା ଜବାହର ଉଚ୍ଚ ବିଦ୍ୟାଳୟରେ ସ୍ମାର୍ଟ ସ୍କୁଲ ରୂପାନ୍ତରିତ ଟାସ୍କଫୋର୍ସ ଉପରେ କର୍ମଶାଳା ଅନୁଷ୍ଠିତ

Sunil Chandra Nayak

ଢେ଼ଙ୍କାନାଳ ର ବିଭିନ୍ନ ପୀଠ ରେ ନବରାତ୍ର ପୂଜା ଆରମ୍ଭ

Sunil Chandra Nayak

Leave a Comment

error: Content is protected !!