ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା/ ସର୍ଦ୍ଦାର ପଟେଲ କଲଚରାଲ ଆସୋସିଏସନ୍ ରାଉରକେଲା ପକ୍ଷରୁ ଆସନ୍ତା ଅକ୍ଟୋବର ୩୧ତାରିଖ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଜୟନ୍ତୀ ମହାସମାରୋହରେ ପାଳନ କରିବାକୁ ପ୍ରଥମ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି ।ଏହି ଅବସରରେ ବିଭିନ୍ନ ବିଷୟ ସହିତ ଭିନ୍ନ ଭିନ୍ନ ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଦାୟିତ୍ୱ ବଣ୍ଟନ କରାଯାଇଛି । ଆସନ୍ତା ୩୦ ତାରିଖରେ ବ୍ୟବସ୍ଥାପନାର ସମୀକ୍ଷା ସହ ଚୁଡାନ୍ତ ବୈଠକ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ବୈଠକରେ ସର୍ବଶ୍ରୀ ସୁବାସ ମହନ୍ତ, ମନୋରଞ୍ଜନ ମହନ୍ତ, ସୀତାରାମ ମହନ୍ତ, ପ୍ରଦୀପ,ମହେନ୍ଦ୍ର,ବିଷ୍ଣୁ, ସବିତା,ବିଶାଖା,ଦୀପିକା,ବିଚିତ୍ରା ପ୍ରମୁଖ ନିଜ ନିଜର ସୁଚିନ୍ତିତ ମତାମତ ରଖିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ବେଣୁଧର ସୂତାର ଙ୍କ କବିତା ଶିଶିର ସୁନ୍ଦରୀ

Sunil Chandra Nayak

ଘାଟି ରେ ଓଲଟିଲା ପେଟ୍ରୋଲ ଟ୍ୟାଙ୍କର, ଯାତାୟତ ବାଧା ପ୍ରାପ୍ତ 

Sunil Chandra Nayak

ବ୍ଳକ ଗ୍ରାଣ୍ଟ ଶିକ୍ଷକଙ୍କ ଆନ୍ଦୋଳନ ପ୍ରସ୍ତୁତି ବୈଠକ,ଗର୍ଜିଲେ ବ୍ଳକ ଗ୍ରାଣ୍ଟ ଶିକ୍ଷକ

Sunil Chandra Nayak

Leave a Comment

error: Content is protected !!