ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଡାବୁଗାଁ, ୨୮/୯ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧିନ ବଡଓଲମା ପଞ୍ଚାୟତ ସଦର ମହକୁମା ଠାରେ ଡାବୁଗାଁ ବ୍ଲକ ପରିମଳ ମିଶନ ତରଫରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ପରିସର ଓ ମୁଖ୍ୟ ରାସ୍ତା କଡ ଡ୍ରେନ ସଫା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ର ମୂଳ ଲକ୍ଷ୍ୟ ପ୍ଲାଷ୍ଟିକ ବ୍ୟବହାର ରୋକିବା, ପାଇଖାନା ବ୍ୟବହାର କରିବା ନିଜ ସହ ନିଜ ପରିବେଶ କୁ ସ୍ୱଚ୍ଛତା ରଖିବା ନେଇ ଏକ ରାଲି କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବ୍ଲକ ରିସର୍ଚ୍ଚ କୋଡ଼ିନେଟର ମାନସ ମୁଖାର୍ଜୀ, ବଡଓଲମା ସରପଞ୍ଚ ବୁଦାଇ ଭତ୍ରା, ମାଷ୍ଟର ଟ୍ରେନର ଧନିରାମ ହରିଜନ, ଅଙ୍ଗନୱାଡି କର୍ମୀ ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ ।

ପ୍ରଜ୍ଞା ରଞ୍ଜନ ପରିଡା, ଡାବୁଗାଁ

Related posts

ରାଇଘର ପୋଲିସ ର କଡାକଡି ଯାଞ୍ଚ

Sunil Chandra Nayak

ଲଡୁଗାଁ ଏଲ.ବି.ସି.ସି ପ୍ରିମୀୟର ଲିଗ ଟୁର୍ଣ୍ଣ।ମେଣ୍ଟ ,ଭୂର୍ଷୀଗୁଡ଼ା କୁ ହରାଇ ଲଡୁଗାଁ ଚମ୍ପିୟାନ 

Sunil Chandra Nayak

ସନ୍ତୋଷ କୁମାର ସାହୁ ଙ୍କ କବିତା ପୂର୍ଣ୍ଣାଙ୍ଗ ଦାୟିତ୍ବ

Leave a Comment

error: Content is protected !!