ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଗଜଲକ୍ଷ୍ମୀ ପୂଜାରେ ଯୋଗ ଦେଲେ ବିଧାୟକ

ପାପଡାହାଣ୍ଡି,9/10, ମନିସ — ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ଠାରେ ରବିବାର ଗଜଲକ୍ଷ୍ମୀ ପୂଜା ପାଳନ କରାଯାଇଛି | ଏହି ଅବସରରେ ଗ୍ରାମର ମହିଳା ମାନେ ନିକଟସ୍ତ ପୋଖରୀରୁ କଳସ ଯାତ୍ରାରେ ପାଣି ଆଣି ପୂଜା ମଣ୍ଡପ ନିକଟରେ ପହଁଚି ଥିଲେ | କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଡାବୁଗାଁ ବିଧାୟକ ମନହୋର ରନ୍ଧାରି, ବ୍ଲକ ଉପାଧକ୍ଷ ସୁଶାନ୍ତ ବେହେରା, ସରପଞ୍ଚ ଚନ୍ଦ୍ର ଶେଖର ମାଝୀ, ପ୍ରହଲ୍ଲାଡ଼ ଅଗ୍ରୱାଲ, ସୁରି ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ | ଗ୍ରାମବାସୀଙ୍କ ତରଫରୁ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା |

ପାପଡାହାଣ୍ଡି ରୁ ସ୍ବପ୍ନଜିତ ପଟନାୟକ ଙ୍କ ରିପୋର୍ଟ 

 

Related posts

ପତ୍ରିକା “ଗାଁ’ର ମହକ” ଉନ୍ମୋଚନ ପାଇଁ ପ୍ରସ୍ତୁତି

Sunil Chandra Nayak

ପ୍ରଶାନ୍ତ କୁମାର ନାଥ ଙ୍କ କବିତା ମାଆ

ତୁଳାପଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ 

Leave a Comment

error: Content is protected !!