ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମଣ୍ଡେଇ ପାଇଁ ପ୍ରସ୍ତୁତି ବୈଠକ

ନବରଙ୍ଗପୁର ଜିଲ୍ଳାର ଐତିହ ଓ ସଂସ୍କୃତିର ପ୍ରତୀକ ମଣ୍ଡେଇ ପାଇଁ ପ୍ରସ୍ତୁତି ବୈଠକ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ,ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ,ଜିଲ୍ଲାପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ମଣ୍ଡେଇକୁ ସୁଚାରୁ ରୁପେ ପରିଚାଳନା କରିବା ପାଇଁ ବିଭିନ୍ନ କମିଟି ମାନ ଗଠନ କରାଯାଇଛି। ଡିସେମ୍ବର ମାସ୧୦ ତାରିଖରୁ୧୪ ତାରିଖ ପର୍ଯ୍ୟନ୍ତ ମଣ୍ଡେଇ ଚାଲିବ। ନଭେମ୍ବର ମାସ ୨୯ ତାରିଖରେ ବେତାଲଗୁଡ଼lରେ ଶୁଭାରମ୍ଭ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।ଉକ୍ତ ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସିହା ନିୟୁଜ।

Related posts

ମମତା ସାହୁ ଙ୍କ କବିତା କୁଆଁର ପୁନେଇ ଜହ୍ନ

Sunil Chandra Nayak

ତେରେସିଂହା ଗଜଲକ୍ଷ୍ମୀ ପୂଜା ପ୍ରସ୍ତୁତି ବୈଠକ

Sunil Chandra Nayak

ବଲା ଗାଁ ରେ ଶୋଇଥିବା ଅବସ୍ଥାରେ ନିଆଁ ରେ ଜଳି ସ୍ବାମୀ ସ୍ତ୍ରୀ ଗୁରୁତର

Sunil Chandra Nayak

Leave a Comment

error: Content is protected !!