ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଗୋରୁମହିଷାଣୀ ଥାନା ;ଶଶୁର ଘରେ ଯୁବକର ଆତ୍ମହତ୍ୟା

ମୟୂରଭଞ୍ଜ -୧୨/୧୦/୨୨(ମସିହା) ମୟୂରଭଞ୍ଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ସାନଜାରି ଗ୍ରାମର ଜନୈକ ଯୁବକ ନିଜ ଶଶୁର ଘରେ କବାଟ କିଳି  ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ ତିରିଂ‌ଥାନା ଅନ୍ତର୍ଗତ ମଲିକେଡମ ଗ୍ରାମର ରବି ମୁଣ୍ଡା((୪୫) ଶଶୁର ଘରେ ରହି କାମଧନ୍ଦା କରି ପ୍ରତିପୋଷଣ ହେଉଥିଲେ । ଲକ୍ଷ୍ମୀପୂଜା ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି ଘରକୁ ଫେରି କବାଟ କିଳି ଘରେ ଶୋଇଥିଲେ ।ରାତିରେ ଘର ଲୋକେ କବାଟ ଠକ୍ ଠକ୍ କରିଥିଲେ ।ସେ ଶୋଇ ଯାଇଥିଲା ।କବାଟ ଖୋଲି ନ ଥିଲା ।ସକାଳୁ କବାଟ ନ ଖୋଲିବାରୁ ଘର ଲୋକେ ପଡିଶା ଏବଂ ଥାନାକୁ ଜଣାଇଥିଲେ । ପୋଲିସ ମୃତକଙ୍କୁ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା କେଶ ନମ୍ବର ୧୭/୨୨ ରୁଜୁ କରି ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।  

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ଆଦର୍ଶ ପାଠାଗାର ଆୟୋଜିତ ଚନ୍ଦନ ସ୍ମୃତି ଚିତ୍ରାଙ୍କନ ପ୍ରତିଯୋଗିତା ଫଳାଫଳ

Sunil Chandra Nayak

ଆନନ୍ଦପୁର – ବିବାହିତା ମହିଳା ଓ ତାଙ୍କ ପୁରୁଷ ବନ୍ଧୁ ବିଷ ପାନକରି ଗୁରୁତର ଅବସ୍ତାରେ ନଦୀ ପଠାରୁ ଉଦ୍ଧାର କଲା ପୋଲିସ୍

Sunil Chandra Nayak

ବଲଙ୍ଗୀ ଗ୍ରାମ ସ୍ଥିତ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ଅକାଳରେ ମୃତ୍ୟୁ

Sunil Chandra Nayak

Leave a Comment

error: Content is protected !!