ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଚୁକ୍ତିଭିତ୍ତିକ ନିଯୁକ୍ତି ଅଧ୍ୟାୟ ର ପରିସମାପ୍ତି ନେଇ ମୁଖ୍ୟମନ୍ତ୍ରୀ ଙ୍କୁ  ଅଶେଷ ଧନ୍ୟବାଦ ଜଣାଇଲେ ଓଡିଶା ଅମଲା ସଙ୍ଘର ସଭାପତି

ନବରଙ୍ଗପୁର—- ୨୦୧୩ ମସିହା ଠାରୁ ଆରମ୍ଭ ହୋଇଥିବା ଏକ କଳଙ୍କିତ ଚୁକ୍ତିଭିତ୍ତିକ ନିଯୁକ୍ତି ଅଧ୍ୟାୟ ର ପରିସମାପ୍ତି କରି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏକ ଇତିହାସ ସ୍ରୁଷ୍ଟି କରି ୫୭,୦୦୦ ହଜାର କର୍ମଚାରୀ ଙ୍କ ସହିତ ଜଡିତ ଥିବା ୫୭,୦୦୦ ହଜାର ପରିବାର ଙ୍କ ମୁହଁ ରେ ହସ ଫୁଟାଇ ସାରା ଦେଶରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ଏହି ପରିପ୍ରେକ୍ଷୀରେ ମୁଁ ଓଡିଶା ରାଜସ୍ଵ ଅମଲା ସଂଘର ସଭାପତି ଭାବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମହୋଦୟ ଙ୍କୁ ଅଶେଷ ଅଶେଷ ଧନ୍ୟବାଦ ସହ ସାଧୁବାଦ ଜଣାଇବା ସହିତ ଆଗାମୀ ଦିନରେ ସରକାରୀ କର୍ମଚାରୀ ମାନଙ୍କର ବିଭିନ୍ନ ସମସ୍ୟା ଗୁଡିକ ଆଲୋଚନା ମାଧ୍ୟମରେ ସମାଧାନ କରିବା ପାଇଁ ଆଶାବ୍ୟକ୍ତ କରୁଛି।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ୍ ମସିହା ନିୟୁଜ୍।

Related posts

ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

Sunil Chandra Nayak

ଜୁନାଗଡ ବିକାଶ ନେଇ ଆଶଙ୍କାରେ ବୁଦ୍ଧିଜୀବୀ

Sunil Chandra Nayak

କାରରୁ 60 କେଜି ଗଞ୍ଜେଇ ଜବତ, 2 ଗିରଫ

Sunil Chandra Nayak

Leave a Comment

error: Content is protected !!