ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସମ୍ମିଳନୀ ଆସନ୍ତା ୨୩ରେ

 ରାଉରକେଲା/ପାନପୋଷ ସ୍ଥିତ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ‘ମୋ କଲେଜ ‘ ଏବଂ ପୁରାତନ ଛାତ୍ର ପରିଷଦର ଏକ ମିଳିତ ସମ୍ମିଳନୀ ଆସନ୍ତା ୨୩ତାରିଖ ପୂର୍ବାହ୍ନ ୯ଟା ୩୦ମିନିଟ୍ ରେ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ । ୧୯୬୧ ମସିହାରୁ ସ୍ଥାପିତ ଏହି ମହାବିଦ୍ୟାଳୟ ତଥା ଏକଦା ସେକ୍ଟର ୪ ବିଜ୍ଞାନ ମହାବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀମାନେ ଏଥିରେ ଯୋଗଦାନ ନିମନ୍ତେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ବିଜୟ କୁମାର ବେହେରା ଓ କାର୍ଯ୍ୟନିର୍ବାହୀ ସମିତିର ସଭାପତି ପ୍ରଫେସର ଡଃ ସମର ମୁଦାଲି ଅନୁରୋଧ କରିଛନ୍ତି ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଅପର୍ତ୍ତି ସେଠୀ ଙ୍କ କବିତା ଗଣେଶ କୁହନ୍ତି

Sunil Chandra Nayak

ସଂଯୁକ୍ତା ସାହୁ ଙ୍କ କବିତା ରଜ ଆସେ

Sunil Chandra Nayak

ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

Sunil Chandra Nayak

Leave a Comment

error: Content is protected !!