ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଥୁଆମୂଳ ରାମପୁର ବିଜେଡ଼ି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା 

 ଥୁଆମୂଳ ରାମପୁର: ୩୧/୧୦ – (ମନିସ) :- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଲାଞ୍ଜିଗଡ଼ ବିଧାୟକ ଶ୍ରୀଯୁକ୍ତ ପ୍ରଦୀପ କୁମାର ଦିଶାରୀ ଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ହଜାର ହଜାର ଦଳୀୟ କର୍ମୀ ପଦଯାତ୍ରାରେ ସାମିଲ ହୋଇଥିବା ବେଳେ ଜିଲ୍ଲା ପରିଷଦ ଯୋନ- ୧ ବାଘଡ଼ିଆଣି ଗ୍ରାମ ଠାରୁ କାଠକୁରା ଗ୍ରାମରୁ ଓ ଜିଲ୍ଲା ପରିଷଦ ଯୋନ- ୨ ଥୁଆମୁଳ ରାମପୁର ସଦର ମହକୁମା ଠାରୁ କାଠକୁରା ଗ୍ରାମ ପର୍ଯ୍ୟନ୍ତ ପଦଯାତ୍ରାରେ ବାହାରିଥିଲେ ଏଥିରେ ଶ୍ରୀ ବିଧାୟକ ସମେତ୍ ବ୍ଲକ ଅଧ୍ୟକ୍ଷ ଦୟା ଶ୍ରୀ ମାଝୀ, ବିଜେଡ଼ି ସଭାପତି କପିଳାସ ନାଏକ, ପୂର୍ବତନ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ମାଣିକ୍ୟ ନାଏକ, ଜିଲ୍ଲା ପର୍ଯ୍ୟବେକ୍ଷକ ବଦ୍ରୀ ନାରାୟଣ ପାତ୍ର ପ୍ରମୁଖ ଉପସ୍ଥିତ ରହି ଏହି ଅବସରରେ ଏକ ଜନସମ୍ପର୍କ ସାଧାରଣ ସଭା ଆୟୋଜନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଛ ଓ ଲୋକାଭିମୁଖୀ ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନତା ସୃଷ୍ଟି କରାଇବା ସହିତ ପୁଙ୍ଖାନୁପୁଙ୍ଖ ଭାବରେ ଅବଗତ କରାଇଥିଲେ।

ଥୁଆମୂଳ ରାମପୁର ବ୍ଳକରୁ ବଳଭଦ୍ର ବାଗଙ୍କ ରିପୋର୍ଟ

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ଆମପାଣି ଘାଟି ରେ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା,୨ ଡ୍ରାଇଭର ସମେତ ଯାତ୍ରୀ ଗୁରୁତର

Sunil Chandra Nayak

ଦଳିତ ନେତା ଜିଗ୍ନେଶ ମେୱାନିଙ୍କୁ ଆସାମ ପୋଲିସ ଦ୍ବାରା ବେଆଇନ ଭାବରେ ଗିରଫ କରିବା ବିରୋଧରେ ଦଳିତ ଅଧିକାର ମଞ୍ଚର ପ୍ରତିବାଦ

Sunil Chandra Nayak

Leave a Comment

error: Content is protected !!