ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଶ୍ୱ ମିତବ୍ୟୟୀତା ଦିବସ ଅବସରରେ ସଚେତନତା ରଥ ପରିକ୍ରମା

ଢେଙ୍କାନାଳ(ମସୀହା)୩୦/୧୦_ଢେଙ୍କାନାଳ ସଦର ମହକୁମାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ରଥ ପରିକ୍ରମା ଆରମ୍ଭ କରିଛି । ଏହି ରଥକୁ ଜିଲ୍ଲାପାଳ ସରୋଜ କୁମାର ସେଠୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ସ୍ୱଳ୍ପ ସଂଚୟ ଅଧିକାରୀ ସ୍ମୃତିରଞ୍ଜନ ମହାପାତ୍ର, ସ୍ୱଳ୍ପ ସଂଚୟ ତଥା ଆର୍ଥିକ ଅନ୍ତର୍ଭୁକ୍ତିକରଣ ଅଧିକାରୀ ଅଭିଲିପ୍ସା ବିଶ୍ୱାଳ, ସ୍ୱଳ୍ପ ସଂଚୟ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ଭବିଷ୍ୟତ ପାଇଁ ଆର୍ଥିକ ସୁରକ୍ଷାର ବାର୍ତ୍ତା ବହନ କରି ସହର ମଧ୍ୟରେ ଏହି ସଚେତନତା ରଥ ପରିକ୍ରମାରେ ବିଭାଗର ସମସ୍ତ କର୍ମଚାରୀ, ପୋଷ୍ଟାଲ ଏଜେଣ୍ଟ ଶୋଭାଯାତ୍ରାରେ ସାମିିଲ ହୋଇଥିଲେ ।

ଢେଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ

Related posts

ବହୁଜନ ସଂଗଠନ ମାନଙ୍କ ପକ୍ଷରୁ ଭାରତ ବନ୍ଦ ଡାକରା: ୨୬ ନଂ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ଠପ୍

Sunil Chandra Nayak

ଧର୍ମଗଡ଼ ଠାରେ ରଥଯାତ୍ରା ଓ ବାହୁଡା଼ ଯାତ୍ରା ୨୦୨୨ ନିମନ୍ତେ ଧର୍ମଗଡ଼ ପ୍ରଶାସନର ପ୍ରସ୍ତୁତି ବୈଠକ

Sunil Chandra Nayak

ନର୍ଲା ଠାରେ ଏବିଭିପିର ତ୍ରୀରଙ୍ଗା ଶୋଭାଯାତ୍ରା

Sunil Chandra Nayak

Leave a Comment

error: Content is protected !!