ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବୌଦ୍ଧ ଜିଲ୍ଲାପାଳଙ୍କ ଓସ୍ୱ।ନ ସଭାଗୃହରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାମୁହିକ ଶପଥପାଠ ଅନୁଷ୍ଠିତ

ବୌଦ୍ଧ – 01/11- ବୌଦ୍ଧ ଜିଲ୍ଲା ଜିଲ୍ଲାପାଳଙ୍କ ଅସ୍ୱାନ ସଭାଗୃହ ଠାରେ ସୋମବାର ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ବିରୋଧରେ ସାମୁହିକ ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭାସି ମାଧ୍ୟମରେ ଏହି ଶପଥ ପାଠ କରାଇଥିଲେ । ଏଥିରେ ଡେପୁଟି କଲେକ୍ଟର ଝରଣା ପ୍ରଧାନ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶାନ୍ତିସୁଧା ପାତ୍ର,ଅତିରିକ୍ତ ପି. ଡି. ପ୍ରତାପ ଚନ୍ଦ୍ର ପ୍ରଧାନ, ଏ. ବି. ଇ. ଓ. ଘନଶ୍ୟାମ ମେହେର, ଅତିରିକ୍ତ ସମାଜ ମଙ୍ଗଳ ଅଧିକାରୀ ମିନତୀ ପତି,ସଂସ୍ଥାପନା ଅଧିକାରୀ ଝରଣା ପ୍ରଧାନ,ସ୍ୱଳ୍ପ ସଂଚୟ ଅଧିକାରୀ ବିରଞ୍ଚି ଧରୁଆ ଯୋଗ ଦେଇଥିଲେ ।ଏହି ଅବସରରେ ରାଷ୍ଟ୍ରିୟ ଏକତା ଦିବସ ସମ୍ପର୍କିତ ଶପଥ ପାଠ ମଧ୍ୟ କରିଥିଲେ । ଜିଲ୍ଲା ର ସମସ୍ତ ବିଭାଗୀୟ ଅଧିକାରୀ ମାନେ ସାମିଲ ହୋଇ ଶପଥ ପାଠ କରିଥିଲେ ।

ବୌଦ୍ଧରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ମସିହା ନିୟୁଜ

 

Related posts

ଇସ୍ପାତ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଗଙ୍ଗାଧର ମେହେର ଜୟନ୍ତୀ ଓ ମୌସୁମୀ ସାହିତ୍ୟ ଆସର

Sunil Chandra Nayak

ଢେଙ୍କାନାଳ ଥିଙ୍କର୍ସ ଫୋରମ ର ସାହିତ୍ୟ ଆସର

Sunil Chandra Nayak

ବାଦାମ ପାହାଡ଼ ଥାନା ! ଟ୍ରାକ୍ଟର ଓଲଟି ଦୁଇ ମହିଳା ମୃତ ,୩ ମହିଳା ଗୁରୁତର

Sunil Chandra Nayak

Leave a Comment

error: Content is protected !!