ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଂଗ୍ରେସ ଭବନ ରେ ଇନ୍ଦିରା ଗାନ୍ଧୀ ଙ୍କ ତିରୋଧାନ ଦିବସ ପାଳନ

କୋକସରା,୧/୧୧ -ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୩୮ ତମ ତିରୋଧାନ ଦିବସ ସୋମବାର କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କଂଗ୍ରେସ କାର୍ଯ୍ୟାଳୟରେ ବ୍ଲକ ସଭାପତି ଘନଶ୍ୟାମ ଜାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ କର୍ମକର୍ତ୍ତା ମାନେ ଇନ୍ଦିରା ଗାନ୍ଧୀଙ୍କ ଫୋଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ସ୍ମୃତି ଚାରଣ କରିଥିଲେ। ଏହି ଅଵସରରେ ବରିଷ୍ଠ କଂଗ୍ରେସ ନେତା ନିମାଇଁ ଧଙ୍ଗଡା ମାଝୀ, ପୁରୁଷୋତ୍ତମ ଗୁପ୍ତା, ତ୍ରିଭୂବନ ନାଏକ, କେଶବ ନାଏକ, ମାର୍କଣ୍ଡ ବେମାଲ, ରାଜେନ୍ଦ୍ର ନାଏକ, ମହେନ୍ଦ୍ର ଧରୁଆ, କାମଦେବ ଧଙ୍ଗଡା ମାଝୀ , ଅଭିମନ୍ୟୁ ପଟ୍ଟନାୟକ, କମଳ ଲୋଚନ ନାଏକ, ହୀରାଲାଲ ମାଝୀ, ହେମନ୍ତ ବାଗ, ବ୍ରଜବନ୍ଧୁ ମିଶ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।

Related posts

ରେଳବାଇ କର୍ମଚାରୀ ଙ୍କ ଦିନିକିଆ ଧର୍ମଘଟ ଆଶଙ୍କା

ଡ଼ଙ୍ଗରଗଡ଼ ଜଳପ୍ରପାତକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତାଦାବୀ ନେଇ ପର୍ବତାରୋହଣ

Sunil Chandra Nayak

ସାଧନା ପଣ୍ଡା  ଙ୍କ କବିତା କେମିତି କୁହତ ଥରେ … !!

Sunil Chandra Nayak

Leave a Comment

error: Content is protected !!