ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜନସମ୍ପର୍କ ପଦଯାତ୍ରା ଆୟୋଜିତ   

ନବରଙ୍ଗପୁର(ମସିହା) ନବରଙ୍ଗପୁର ବ୍ଲକ ଚଟାହାଣ୍ଡି ଗ୍ରାମ ଠାରେ ଅନୁଷ୍ଠିତ ଜନସମ୍ପର୍କ ପଦଯାତ୍ରା ଆୟୋଜିତ କାର୍ଯ୍ୟକ୍ରମରେ ନବରଙ୍ଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ମହୋଦୟ ଯୋଗଦେଇ ରାଜ୍ୟ ସରକାରଙ୍କ ବହୁ ଲୋକାଭିମୁଖୀ ଯୋଜନା ଗୁଡ଼ିକ ବିଷୟରେ ଅବଗତ କରାଇଥିଲେ ।ଏହି କାର୍ଯ୍ୟକ୍ରମ ରେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ରାଜ୍ୟ ସ୍ଵତନ୍ତ୍ର ବିକାଶ ପରିଷଦ ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ଜିଲ୍ଲା ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ଶ୍ରୀମତୀ ମଞ୍ଜୁଳା ମାଝୀ,ନବରଙ୍ଗପୁର ଜୋନ୍ ୧ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଜୟମଣି ସମରଥ,ଜୋନ୍ ୨ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ପରିଜା ଭତରା,ନବରଙ୍ଗପୁର ଅଧ୍ୟକ୍ଷ,ଉପାଧ୍ୟକ୍ଷା ବରିଷ୍ଠ ବିଜେଡି ନେତା ହାସନ୍ ଖାନ୍,ବାବୁଲି ମିଶ୍ର, ତ୍ରିନାଥ ଭଟ୍ଟ,କୋରାପୁଟ ଜୋନ୍ ଯୁବ ସଭାପତି ତାପସ ତ୍ରିପାଠୀ, ନବରଙ୍ଗପୁର ବ୍ଲକର ସରପଞ୍ଚ, ସମିତି ସଭ୍ୟ ଓ ଗ୍ରାମବାସୀ ମାନେ ପ୍ରମୁଖ ଯୋଗଦେଇଥିଲେ ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ୍ ମସିହା ନିୟୁଜ୍।

Related posts

ତାରିଣୀ ଚରଣ ସାହୁ ଙ୍କ ପୁସ୍ତକ ପାବକ କନ୍ୟା ଓ ସରଳ ରାମାୟଣ ଲୋକାର୍ପିତ

Sunil Chandra Nayak

ମାଁ ଦୁଆରସନି ପୀଠ ରେ ଦଶହରା ଯାତ୍ରା: ୨ ତାରିଖ ରେ ଡଙ୍ଗର ଚଘା,୩ ରେ ଛତର ଯାତ୍ରା 

Sunil Chandra Nayak

ନିହଲପ୍ରସାଦରେ ଲୁଟ୍ ହେଉଛି ଖଣିଜ ସଂପଦ , ପ୍ରଶାସନକୁ ଅଭିଯୋଗ କଲେ ଗ୍ରାମବାସୀ

Sunil Chandra Nayak

Leave a Comment

error: Content is protected !!