ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଗ୍ଲାମ ଅପ ର ବିଜେତା ହେଲେ ଅଧ୍ୟାପିକା ସସ୍ମିତା ଜେନା

ରାଉରକେଲା/ ଭଞ୍ଜଭବନ ଠାରେ ଆୟୋଜିତ ଗ୍ଲାମ୍ ଅପ ପ୍ରତିଯୋଗିତାରେ ଅଧ୍ୟାପିକା ସସ୍ମିତା ଜେନା ବିଜୟୀ ହୋଇଥିବାରୁ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ତରଫରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ସୂଚନା ଯୋଗ୍ୟ ଯେ ଏହି ପ୍ରତିଯୋଗିତାରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଭାଗ ନେଇଥିବା ବେଳେ ନିଜର ବୁଦ୍ଧି, ସୌନ୍ଦର୍ଯ୍ୟ, ଆଚରଣ ଓ ଉଚ୍ଚାରଣରେ ସମନ୍ବୟ ରଖି ଅଧ୍ୟାପିକା ଜେନା ବିଜୟୀ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଶ୍ରୀମତୀ ଜେନା ଙ୍କୁ ଗିଫ୍ଟ ଭାଉଚର ସହ ଚମ୍ପିୟାନ ମୁକୁଟ ପିନ୍ଧାଇଥିଲେ। ବିଜୟିନୀ ହେବା ପରେ ଶ୍ରୀମତୀ ଜେନା ଅନୁଷ୍ଠାନ ଓ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ସତଭାବନା ଲାକ୍ଷେଘର ସମାଜ ର ସାଧାରଣ ସମ୍ପାଦକଙ୍କ ଅକାଳ ବିୟୋଗ

Sunil Chandra Nayak

ଗୋଳାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ୭୬ତମ ସ୍ୱାଧୀନତା ଦିବସ ପାଳନ

Sunil Chandra Nayak

କଳାହାଣ୍ଡି ଜିଲ୍ଲା ଦୁଇ ଦିନିଆ ଗସ୍ତରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ

Leave a Comment

error: Content is protected !!