ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆଇନ ମହାବିଦ୍ୟାଳୟର ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା/ରାଉରକେଲା ଆଇନ ମହାବିଦ୍ୟାଳୟର ପରିସରରେ ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରା ଙ୍କ ଅଧ୍ୟକ୍ଷତାରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରକାର ଫଳ ଓ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ଡଃ ସଂପାଦିକା ମହାନ୍ତି,ଡଃ ପ୍ରଜ୍ଞା ପରମିତା ପଣ୍ଡା,ଅଧ୍ୟାପକ ତନ୍ମୟରାଜ ପାଢୀ, ଡଃ ଦ୍ବିବେନ୍ଦୁ କୁମାର ପଣ୍ଡା, ମନୋରଞ୍ଜନ ମହାନ୍ତି,ଲକ୍ଷ୍ମୀ ପ୍ରିୟା ସାହୁ,ନିତ୍ୟାନନ୍ଦ ବିଶୋଇ ଓ ଛାତ୍ରଛାତ୍ରୀ ମାନେ ଯୋଗଦେଇ ଏହି କାର୍ଯ୍ୟକ୍ରମରେ ସହଯୋଗ କରିବା ସହ ବୃକ୍ଷ ରୋପଣ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଙ୍କୁ ଯୁବ କଂଗ୍ରେସ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା 

Sunil Chandra Nayak

ପିତାମାତା ହରାଇଥିବା ଦୁଇ ଶିଶୁ ସରକାରୀ ସହାୟତା ପାଇବେ

Sunil Chandra Nayak

ପଥଭ୍ରଷ୍ଟ ହେଉଛି ମହିଳା ଓ ଶିଶୁ ବିକାଶ ବିଭାଗ – ମଣିଷ ପାଇଁ ଉଦ୍ଦିଷ୍ଟ ଛତୁଆ ପଶୁଙ୍କର ଆହାର ହୋଇଛି 

Sunil Chandra Nayak

Leave a Comment

error: Content is protected !!