ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କ୍ୟାମ୍ପ କୋର୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାପଡାହାଣ୍ଡି,7/12,ମନିସ — ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଡଙ୍ଗରା ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ଠାରେ ବୁଧବାର କ୍ୟାମ୍ପ କୋର୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ | ସ୍ଥାନୀୟ ତହସିଲଦାର ଯୋଗେଶ୍ୱର ଭୋଇଙ୍କ ଉପସ୍ଥିତ ରହି ବିଭିନ୍ନ ରାଜସ୍ୱ ଅନ୍ତର୍ଗତ ମାମଲାର ଫଇସଲା କରିଥିଲେ | ମୋଟ 72.400ଟଙ୍କା ଆଦାୟ ହୋଇଥିଲା | 4ଗୋଟି ଲିଗାଲ ହେୟାର ସହ 72ଗୋଟି ଏନକ୍ଲୋଜମେଣ୍ଟ କେସର ଫଇସଲା ହୋଇଥିଲା | କାର୍ଯ୍ୟକ୍ରମରେ ସ୍ଥାନୀୟ ରାଜସ୍ୱ ନିରୀକ୍ଷକ ସହ ଅଞ୍ଚଳର ଲୋକ ମାନଙ୍କ ସମାଗମ ହୋଇଥିଲା |

ପାପଡାହାଣ୍ଡି ରୁ ସ୍ବପ୍ନଜିତ ପଟନାୟକ ଙ୍କ ରିପୋର୍ଟ 

Related posts

କଳାହାଣ୍ଡି ରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ୍ କମ୍ପାନୀର ଏସ୍ ସି/ ଏସ୍ ଟି ଛାତ୍ରୀ ମାନଙ୍କ ପାଇଁ ବୃହତ୍ ନିଯୁକ୍ତି ମେଳା

Sunil Chandra Nayak

ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ୧୩୫ ତମ ଜୟନ୍ତୀ ଉତ୍ସବ ପାଳିତ

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

Leave a Comment

error: Content is protected !!