ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ପାଇଁ କୋର କମିଟି ବୈଠକ

କଳାହାଣ୍ଡି ଉତ୍ସବ ଧର୍ମଗଡ ପାଇଁ ସ୍ଥାନୀୟ ବ୍ଲକ ସଭା ଗୃହରେ କୋର କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ଉପଜିଲ୍ଲାପାଳ ତଥା ଉତ୍ସଵ କମିଟିର ଅଧ୍ୟକ୍ଷ ବେଦ ଭୂଷଣ, ଆଇଏଏସ,ବିଡିଓ ଶରତ ସେଠି, ତହସିଲଦାର ହରେକୃଷ୍ଣ ବରିହା, ସହକାରୀ ଉପ ଜିଲ୍ଲାପାଳ ଚିନ୍ମୟ କୁମାର ନାୟକ, ନଗରପାଳ ଅଶୋକ କୁମାର ମହାନ୍ତି, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରମେଶ ସିଂହ ଙ୍କ ସମେତ ଅର୍ଥ କମିଟି ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲ, ପ୍ରଚାର ଓ ପ୍ରସାର କମିଟି ଅଧ୍ୟକ୍ଷ ବିରଞ୍ଚି ନାରାୟଣ ଜାଲ, ପ୍ରଣାମ କଳାହାଣ୍ଡି ଅଧ୍ୟକ୍ଷ ବିଦ୍ୟାଧର ସାହୁ,ଘୁମୁରା କମିଟି ଅଧ୍ୟକ୍ଷ ରମଣୀ କାନ୍ତ ଜାଲ,କଳସ ଯାତ୍ରା କମିଟି ଅଧ୍ୟକ୍ଷ ଅଜୟ କୁମାର ନାଏକ, କୋର କମିଟି ସଦସ୍ୟ ବରିଷ୍ଠ ସଦସ୍ୟ ହୃଷିକେଶ ମିଶ୍ର, ଭବାନି ଚରଣ,ଦାସ,ସୁବାସ ପାଣିଗ୍ରାହୀ, ଇଙ୍ଗିତ କୁମାର ପଣ୍ଡା, ହୀରା ବାଗ,ଙ୍କ ସମେତ ବହୁ ସଦସ୍ୟ ମାନେ ଉପସ୍ଥିତ ରହି ବିଭିନ୍ନ ଆଲୋଚନା ରେ ଭାଗ ନେଇ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ……

Related posts

ରୋଟାରୀ କ୍ଲବ ରାଉରକେଲା ଷ୍ଟିଲ ସିଟିର ଦ୍ବାଦଶତମ ସ୍ଥାପନା ଦିବସ ପାଳିତ

Sunil Chandra Nayak

ସତ୍ୟରଞ୍ଜନ ସ୍ୱାଇଁ ଙ୍କ କବିତା କଳଙ୍କ

Sunil Chandra Nayak

ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ, ରସଗୋଲା ଓ ଲଷ୍ମୀ-ନାରାୟଣ ଭେଟ

Sunil Chandra Nayak

Leave a Comment

error: Content is protected !!