ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଲାଞ୍ଜିଗଡ଼ ବଡ଼ପଡ଼ା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ-ଅଭିଭାବକ ବୈଠକ

ଲାଞ୍ଜିଗଡ଼,୧୦/୧୨(ମନିସ)-ଲାଞ୍ଜିଗଡ଼ ବଡ଼ପଡ଼ାସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ-ଅଭିଭାବକ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି ! ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଜ୍ୟୋସ୍ନା କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିଥି ଭାବେ ନାଏବ ସରପଞ୍ଚ ହରେକ୍ରୁଷ୍ଣ ତାଣ୍ଡି, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ପରମାନନ୍ଦ ନାଏକ, ଦାଶରଥୀ ତାଣ୍ଡି, କନ୍ଦର୍ପ ତାଣ୍ଡି, ଲକ୍ଷ୍ମୀ ନାଏକ, ସନ୍ତୋଷିନୀ ନାଏକ, ନରେନ୍ଦ୍ର ନାଏକ, ବାବୁଲା ତାଣ୍ଡି, ସୁଷମା ନିଆଲ, ଜୁଲି ତାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ ! ସହକାରୀ ଶିକ୍ଷକ ମୋହନ ସିଂ ବାଗ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ଅପର୍ତ୍ତି ସେଠୀ ଙ୍କ କବିତା ଲଭ୍ ଇଜ୍ ଇଞ୍ଜୁରିୟସ ଟୁ ହେଲ୍‌ଥ

Sunil Chandra Nayak

ମସୀହା ସାହିତ୍ୟ ଅଗଣା ପକ୍ଷରୁ ଅନୁଷ୍ଠିତ ପ୍ରତିଯୋଗିତା ରେ ଶ୍ରେଷ୍ଠ ବିବେଚିତ ହୋଇଥିବା ତୃପ୍ତି ରାଣୀ ପାତ୍ର ଙ୍କ କବିତା ମଣିଷ

Sunil Chandra Nayak

Leave a Comment

error: Content is protected !!