ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୁନାଗଡ଼ ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୨.୧୨.୨୦୨୨/ ଆଜି ଜୁନାଗଡ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଉପ ଜିଲ୍ଲାପାଳ,ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷା ସବିତା ମେହେର,ବି ଡି ଓ ଦୂଲାରାମ୍ ମାରାଣ୍ଡି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୯୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

କୋମନା ପାଇକପଡାରୁ କଫ୍ ସିରଫ୍ ଜବତ ଜଣେ ଗିରଫ

Sunil Chandra Nayak

ଅବାଧ ବୃକ୍ଷ କଟା ରେ ରୋକ ଲାଗୁନି ,ଓ ସି ସି ବ୍ରିଜ ନିକଟସ୍ଥ ଟିକ ବୃକ୍ଷ ଚୋରୀ

Sunil Chandra Nayak

ରୀକ୍ଷିରାମ ମେହେର ଙ୍କ କବିତା ଆଜିବି ବଞ୍ଚିଛି ତୁମରି ପାଇଁ

Sunil Chandra Nayak

Leave a Comment

error: Content is protected !!