ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ହାତରେ ହାତ ଯୋଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ        

ନବରଙ୍ଗପୁର — ନବରଙ୍ଗପୁର ଲଳିତା ଦେଇ ଶାସନ ଠାରେ ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲା ସଭାପତି ଶ୍ରୀ ମୁନ୍ନା ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଓ ପୂର୍ବତନ ଡାବୁଗାଁ ବିଧାୟକ ତଥା ରାଜ୍ୟ ଆଦିବାସୀ କଂଗ୍ରେସର ସଭାପତି ଶ୍ରୀ ଭୁଜବଳ ମାଝୀ ଓ ପୂର୍ବତନ ବିଧାୟକ ଶ୍ରୀ ସଦନ ନାୟକ ଏବଂ ଅନେକ ବରିଷ୍ଠ ନେତୃବୃଦଙ୍କ ଉପସ୍ଥିତ ରେ, ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରିଣୀ ବୈଠକ ସହ ହାତ ଯୋଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ମହିଳା କଂଗ୍ରେସର ପୂର୍ବତନ ସଭାନେତ୍ରୀ ଶ୍ରୀମତୀ ବିଜୟୀ ଲକ୍ଷ୍ମୀ ସାହୁ ଯୋଗଦେଇଥିଲେ।ଉକ୍ତ ବୈଠକରେ ଜିଲ୍ଲା କଂଗ୍ରେସ କମିଟିର ସମସ୍ତ ପଦାଧିକାରୀ ଯୋଗଦେଇ ଅଗାମୀ କାର୍ଯ୍ୟକ୍ରମ ଉପରେ ବିସ୍ତୃତ ରୂପେ ଆଲୋଚନା କରିଥିଲେ।     

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିୟୁଜ୍

Related posts

ଅନିଲ ହେଲେ ଜିଲ୍ଲା ଯୁବ କଂଗ୍ରେସର ଉପସଭାପତି

Sunil Chandra Nayak

ସୁକୁମାର ରଂଜନ ପ୍ରଧାନ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସର ଏଲଡିଏମ୍ ସଂଯୋଜକ 

Sunil Chandra Nayak

କଂଗ୍ରେସ ଦଳରେ ମିଶିଲେ କୋକସରା ବ୍ଲକ ମୂଷାପାଳି ପଞ୍ଚାୟତର ପୂର୍ବତନ ସରପଞ୍ଚ ରଶ୍ମିରେଖା ରାଉତ

masiha

Leave a Comment

error: Content is protected !!