ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡା ଜିଲ୍ଲା ମିନିଷ୍ଟାଡିୟମ ଠାରେ ବିଶ୍ଵ ହକି ପାଇଁ ମିନି ମାରାଥନ ଦୌଡ଼

ନୂଆପଡା //, ନୂଆପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ମିନି ମାରାଥନ ଦୌଡ଼ ଅନୁଷ୍ଠିତ ହୋଇଯାଇଅଛି। ଏହି ମିନି ମାରାଥନ ଦୌଡ଼ ରେ ମୁଖ୍ୟ ଅତିଥି ରୂପେ ଓଡିଶା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଯୋଗ ଦେଇ ମାରାଥନ ଦୌଡ଼କୁ ଉଦଘାଟନ କରିଥିଲେ। ଅତିଥି ରୂପେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତି ପ୍ରଧାନ, ଜିଲ୍ଲା ପ୍ରକଳ୍ପ ନିର୍ବାହୀ ଅଧିକାରୀ ମଧୁଛନ୍ଦା ସାହୁ, ଉପ-ଜିଲ୍ଲାପାଳ, ଜିଲ୍ଲା କ୍ରୀଡା ଅଧିକାରୀ ଅକ୍ଷୟ ପଟ୍ଟନାୟକ, ବଲାଙ୍ଗୀର ଜିଲ୍ଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ବଢ଼ାଇ, କ୍ରୀଡ଼ାବୀତ ସରୋଜ କୁମାର ସାହୁ, ନୂଆପଡା ନଗରପାଳ ଆଦମ ଖାଁନ,ନେହେରୁ ଯୁବକେନ୍ଦ୍ର ଯୁବ ଅଧିକାରୀ ଆଶୀଷ ଠାକୁର ଯୋଗ ଦେଇଥିବା ବେଳେ କଲେଜ, ସ୍କୁଲ ଛାତ୍ର ଛାତ୍ରୀ, ଏବଂ ନାଗରିକ, ବରିଷ୍ଠ ନାଗରିକ ମାନେ ଯୋଗ ଦେଇଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଇଣ୍ଡିଆ ବୁକ୍ ଅଫ ରେକର୍ଡ ପରେ  ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡସ’ରେ ସ୍ଥାନ ପାଇଲେ ଭବାନିପାଟଣା ର କୁନି ଶିଶୁ କଶିସ

Sunil Chandra Nayak

ଖଡ଼ିଆଳ ରେ ୧୨ ଘଣ୍ଟା ବନ୍ଦ ପାଳନ

masiha

ସର୍ବନିମ୍ନ ଇପିଏଫ ପେନସନ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଦାବୀ 

masiha

Leave a Comment

error: Content is protected !!