ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ରକ୍ତ ଦାନ ଶିବିର

ନର୍ଲା /ମସିହା/12/01/23// କଳାହାଣ୍ଡି ଜିଲ୍ଲା ନର୍ଲା ଗୋଷ୍ଠୀ ସ୍ୱାସ୍ଥ କେନ୍ଦ୍ରରେ ବିଜେପି ଯୁବମୋର୍ଚ୍ଚା ତରଫରୁ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି ଶିବିରରେ ନର୍ଲା ବିଜେପି ମଣ୍ଡଳ ସଭାପତି ପ୍ରଣତି ମହାନନନ୍ଦ , ପ୍ରତାପ ବାଗ, ମ ନ୍ମୟ ଚାନ୍ଦ,ରୁପେଶ ଜୈନ ,ପର୍ଶୁରାମ ପଣ୍ଡା, ସରୋଜ ବୁଦ୍ଧିଆ, ପଦ୍ମ ଲୋଚନ ଜାଲ,ଆଶୁତୋଷ ପାଢି, ଦେବେଶ ସାହୁ, ଅଜିତ ମହାନାଦ୍ଧ,ହୃଷିକେଶ ବୁଧିଆ l ଖବର ସଂଗ୍ରହ ସୁଧା 20 ରୁ ଉର୍ଦ୍ଧ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଜଣାପଡିଛି l

ଦୀପକ ଠାକୁର, ମସିହା, ନର୍ଲା

Related posts

ଇନ୍ଦ୍ରାବତୀ ପ୍ରକଳ୍ପ ଡାକ୍ତରଖାନା ପ୍ରତି ସୁଦୃଷ୍ଟି ପଡିଲା :ଡାକ୍ତର ଷ୍ଟାଫ ନର୍ସ ଫାର୍ମାସିଷ୍ଟ ଓ ଲାବୋରାଟୋରି ଟେକ୍ନିସିଅନ ଦେଲେ

Sunil Chandra Nayak

ସତ୍ୟ ସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ

ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚର ଆହ୍ବାନ କ୍ରମେ ଧର୍ମଗଡ ମାରୱାଡି ଯୁବା ମଞ୍ଚ ପକ୍ଷରୁ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର

Sunil Chandra Nayak

Leave a Comment

error: Content is protected !!