ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଆ ସାହିତ୍ୟରେ ବୌଦ୍ଧ ସଂସ୍କୃତି ପ୍ରଭାବ ଶୀର୍ଷକ ଆଲୋଚନା ଚକ୍ର

ମ,ରାମପୁର,୧୩/୧( ମସୀହା):- କଳାହାଣ୍ଡି ଜିଲ୍ଲା ମ, ରାମପୁର ମହାବିଦ୍ୟାଳୟ ର ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହେଇଛି। ଓଡ଼ିଆ ସାହିତ୍ୟ ରେ ବୌଦ୍ଧ ସଂସ୍କୃତି ଶୀର୍ଷକ ଆଲୋଚନା ଚକ୍ର ରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଶୈଳେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ ସଭାପତିତ୍ବ କରିଥିବା ବେଳେ ଡ.ରାଜେ କୁମାର ସାହୁ ଛାତ୍ର ଛାତ୍ରୀ ମାନଙ୍କୁ ଆଲୋଚନା ଚକ୍ର ସମ୍ପର୍କ ରେ ଧାରଣା ଦେଇଥିଲେ । ପରେ ପାଠ କରାଯାଇଥିବା ଭିତ୍ତି ପ୍ରବନ୍ଧ ଉପରେ ନିଜର ଆଲୋଚନା ରଖିଥିଲେ ଡ ମମତା କୁମାରୀ ତ୍ରିପାଠୀ । ଆଲୋଚନା ଚକ୍ର ସମ୍ପର୍କ ରେ ସବିଶେଷ ବିବରଣୀ ସହ ଧନ୍ୟବାଦ୍ ଅର୍ପଣ କରିଥିଲେ ଅଧ୍ୟାପକ କୈଳାସ ଚନ୍ଦ୍ର ପତି ।

ମ.ରାମପୁର ରୁ ପରମାନନ୍ଦ ବିଶି ଙ୍କ ରିପୋର୍ଟ 

Related posts

ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୫  ସଚ୍ଚୋଟତା ଓ ସାଧୁତାର ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

Sunil Chandra Nayak

ଧର୍ତି ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ ଅନ୍ତର୍ଗତ ରାଜ୍ୟ ପ୍ରକ୍ରିୟା ପ୍ରୟୋଗଶାଳା ର ଶୁଭାରମ୍ଭ

Sunil Chandra Nayak

କସ୍ତୁରବା ଗାନ୍ଧି ବାଳିକା ବିଦ୍ୟାଳୟ ଠାରେ ଛାତ୍ରୀଙ୍କୁ ପୋଷାକ ବଣ୍ଟନ

Sunil Chandra Nayak

Leave a Comment

error: Content is protected !!