ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେଲିବନ୍ଧ ଉଚ୍ଚ ବିଦ୍ୟାଳୟ ରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ

ବୌଦ୍ଧ -23/01- ବୌଦ୍ଧ ଜ଼ିଲ୍ଲା ଅନ୍ତର୍ଗତ ତେଲିବନ୍ଧ ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷୟିତ୍ରୀ ତରଙ୍ଗିଣୀ ବେହେରା ଙ୍କ ଅଧକ୍ଷତା ରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି l ଏହି ଅବସରରେ ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଦ୍ୱାରା ଉଭୟ ଦୁଇ ମହାପୁରୁଷ ଙ୍କ ଫଟୋ ଚିତ୍ର ରେ ପୁଷ୍ପ ମାଳା ଅର୍ପଣ କରିଥିଲେ l ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ବଳିଦାନ କୁ ମନେପକାଇ ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବାକୁ ଶିକ୍ଷକ ଶମ୍ଭୁ ଗିରି ଉଦବୋଧନ ଦେଇଥିଲେ l ସଂସ୍କୃତ ଶିକ୍ଷକ ଅଶୋକ ପ୍ରଧାନ ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ l ଏହି ଅବସରରେ ରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଶିକ୍ଷାର୍ଥୀ ଉପସ୍ଥିତ ଥିଲେ l

ବୌଦ୍ଧ ରୁ ଜ଼ିଲ୍ଲା ପ୍ରତିନିଧି ହୃଦାନନ୍ଦ ମେହେରଙ୍କ ରିପୋର୍ଟ ମସିହା ନିୟୁଜ

Related posts

କାଣ୍ଡବିନ୍ଧା ଗ୍ରାମପଞ୍ଚାୟତ ଠାରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଟିତ 

masiha

ଜିଲ୍ଲାପାଳଙ୍କ ଦ୍ଵାରା ଵିଶୋଇ ଧାନମଣ୍ଡି ଶୁଭ ଉଦଘାଟିତ

masiha

ବାଣୀଧାରା ଟ୍ରଷ୍ଟ ଆରମ୍ଭ କଲେ ଜହରମୁକ୍ତ ଜିଲ୍ଲାର ଅଭିଯାନ 

Sunil Chandra Nayak

Leave a Comment

error: Content is protected !!