ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାଣିରେ ବୁଡି ଯୁବକ ମୃତ

ଡାବୁଗାଁ, ୨୩/୧ (ମ.ନି. ସ.)- ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅଧୀନ କୋଇଲାରୀ ଗ୍ରାମରେ ପାଣିରେ ବୁଡି ଯୁବକ ମୃତ l ସୂଚନାଯୋଗ୍ୟ :- ଡାବୁଗାଁ ବ୍ଲକ ଅଧୀନ କୋଇଲାରୀ ଗ୍ରାମର ଅନିଲ ଗୁପ୍ତା (୩୩) ସୋମବାର ସନ୍ଧ୍ୟା ରେ ଗ୍ରାମ ପାଖ ବେଲ୍ଲାରୀ ନଦୀ କୁ ଗାଧୋଇବା ପାଇଁ ଯାଇଥିଲେ l ରାତ୍ର ହୋଇଯିବାରୁ ପରିବାର ଲୋକେ ଖୋଯିବାକୁ ଯାଇ ପାଇନଥିଲେ l ପରେ ଡାବୁଗାଁ ଅଗ୍ନିଶମ କର୍ମଚାରୀ ମାନେ ପହଞ୍ଚି ଖୋଜା ଖୋଜି କରି ପାଣିରୁ ଉଦ୍ଧାର କରି ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ରାତ୍ର ପ୍ରାୟ 8.45. ଘ. ସମୟରେ ଭର୍ତ୍ତି କରିଥିଲେ l ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଖବରପାଇ ଡାକ୍ତରଖାନା ରେ ଥାନା ଏଏସଆଇ ଶିଶିର କାନ୍ତ ଘୋଷ ଓ ବିଜୟ କୁମାର ସାହୁ ପହଁଞ୍ଚି ତଦନ୍ତ କରୁଛନ୍ତି l

ଡାବୁଗାଁ ରୁ ପ୍ରଜ୍ଞା ରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ସ୍ପର୍ଶ ‘ଇଂଲିଶ ମିଡିୟମ ସ୍କୁଲର ୧୨ ତମ ବାର୍ଷିକ ଉତ୍ସବ

Sunil Chandra Nayak

ଡାବୁଗାଁ ରେ ବିଜେପି ପ୍ରତିଷ୍ଠା ଦିବସ ପାଳିତ

masiha

ପୂର୍ବତନ ବିଜେଡି ବିଧାୟକ ଜଗବନ୍ଧୁ ମାଝୀଙ୍କ ହତ୍ୟାକାଣ୍ଡକୁ ୧୪ ବର୍ଷ ପୂରିଲା ଗୋନା ହାଟପଦାରେ ସ୍ମୃତିସଭା ସହ ଶହିଦ ଦିବସ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!