ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଯାପିତ 

ପାପଡାହାଣ୍ଡି,24/1, ମନିସ —- ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମଇଦଲପୁର ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆତ୍ମସୁରକ୍ଷା ତାଲିମ୍ ଶିବିର ଉଦଯାପିତ ହୋଇଯାଇଛି l ଦୀର୍ଘ 8ଦିନ ଧରି ଏହି ପ୍ରଶିକ୍ଷଣ ଚାଲିଥିଲା l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ମୈଦଲପୁର ଥାନା ଅଧିକାରୀ ନଟବର ନନ୍ଦ, ମୁଖ୍ୟ ବକ୍ତା ସ୍ଥାନୀୟ ଜିଲ୍ଲା ପରିଷଦ ସଭ୍ୟା ଡ଼. ଲିପିକା ମାଝୀ , ଟ୍ରେନର ସୂର୍ଯ୍ୟକାନ୍ତି ହରିଜନ ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଅଧକ୍ଷ୍ୟ ଗଣେଶ୍ୱର ସାହୁ ମଞ୍ଚ ପରିଚାଳନା କରିଥିଲେ l ଯୁକ୍ତ ଦୁଇ ବର୍ଷ ର 88ଜଣ ଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଭାଗ ନେଇଥିବା ବେଳେ ସମସ୍ତ ଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା l ବୀଣାପାଣି ପଟନାୟକ କାର୍ଯ୍ୟକ୍ରମ କୁ ପରିଚାଳନା କରୁଥିବା ବେଳେ ବିଦ୍ୟାଳୟ ର କର୍ମଚାରୀ ମାନେ ସହଯୋଗ କରିଛନ୍ତି |

ପାପଡାହାଣ୍ଡି ରୁ ସ୍ବପ୍ନ ଜିତ୍ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ରେ ଜିଲ୍ଲା ରୁ ଶିରିଡି -ନାସିକ ଅଭିମୁଖେ ଆଧ୍ୟାତ୍ମିକ ଯାତ୍ରl ଆରମ୍ଭ କଲେ ୧୮୫ଜଣ ବରିଷ୍ଠ ନାଗରିକ

masiha

କୋକସରା ବ୍ଲକ ଅଫ ଜର୍ଣ୍ଣାଲିଷ୍ଟ ପକ୍ଷରୁ ୭୮ ତମ ସ୍ୱାଧୀନତା ଦିବସ ପାଳନ

masiha

ନୂତନ ବର୍ଷ ରେ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ମଦୁଆ ଙ୍କୁ ସାବଧାନ

Sunil Chandra Nayak

Leave a Comment

error: Content is protected !!