ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ରେ ଜାତୀୟ ଭୋଟର ଦିବସ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଅନ୍ତର୍ଗତ କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟ, ତେରେସିଂହା ଠାରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି l ରାଜନୀତି ବିଜ୍ଞାନ ଅଧ୍ୟାପକ ରବି ମାଝୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି “ଜାତୀୟ ଭୋଟର ଦିବସ” ଅବସରରେ ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଭୋଟର ଦିବସ ବିଷୟରେ ସଚେତନତା କରାଯାଇଥିଲା l ସଭା କାର୍ଯ୍ୟକୁ ଇଂରାଜୀ ଅଧ୍ୟାପକ ମାନସ ରଞ୍ଜନ ବାଗ ପରିଚାଳନା କରିଥିଲେ l ଏଥିରେ ଶିକ୍ଷା ଅଧ୍ୟାପକ ସମୀର ପଧାନ, ଗ୍ରନ୍ଥାଗାରିକ ବସନ୍ତ କୁମାର ସାହୁ, କନିଷ୍ଠ କିରାଣୀ ଭୂପିନ୍ଦର ରଣା ଓ ଚତୁର୍ଥ କର୍ମଚାରୀ ଡୋଳେଶ୍ୱର ରଣା, ଚମ୍ପୁଲାଲ ରଣା ପ୍ରମୁଖ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

୭୦ ବର୍ଷରେ ଉତ୍କଳ କଳା ସଂସଦ DNK ର ଦୁର୍ଗାପୂଜା: ଆଡ଼ମ୍ବରରେ ସମ୍ପନ୍ନ ହେଲା ଶୁଭଖୁଣ୍ଟି ସ୍ଥାପନ

Sunil Chandra Nayak

ଜୁନାପାଣି ଧାନ ମଣ୍ଡିରୁ ଉଠିଲାନି ଧାନ, ଖୋଲା ଆକାଶ ତଳେ ପଡି ରହିଛି ଚାଷୀ ଙ୍କ ଧାନ 

masiha

ବନ୍ଧୁଗାଁର ଅନେକ ସ୍ଥାନରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

Leave a Comment

error: Content is protected !!