ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା // ତା୩୦.୧.୨୦୨୩// ଆଜି ଗୋଲାମୁଣ୍ଡା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ବି ଡି ଓ ଶ୍ରୀଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ସଚେତନ ନାଗରିକ ମଞ୍ଚର ବଂଧୁମିଳନ ଓ ସାଧାରଣ ପରିଷଦ ବୈଠକ

Sunil Chandra Nayak

ନନ୍ଦଘର ଠାରେ ୭୫ ତମ ସାଧାରଣ ତନ୍ତ୍ର ଦିବସ ପାଳନ

masiha

ଉପଖଣ୍ଡ ସ୍ତରୀୟ ରଥଯାତ୍ରା ସମନ୍ୱୟ ବୈଠକ

Leave a Comment

error: Content is protected !!